ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ କରିଛନ୍ତି ।
ସୂଚନା ଅନୁଯାୟୀ, ଗତ ୧ ବର୍ଷ ହେଲା ସେମାନେ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ଯୋଜନାରେ ଘର ତିଆରି କରିଥିଲେ ସୁଦ୍ଧା ଠିକ୍‌ ଭାବେ ଏମ୍‌ଜିଏନ୍‌ ଆର୍‌ଇଜିଏ ରେ ଆସୁଥିବା ୧୬ ହଜାର ଓ ବନସ ଟଙ୍କା ମିଳି ନ ଥିବା ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ହିତାଧିକାରୀମାନେ ରାସ୍ତା ଅବରୋଧ କରିଛନ୍ତି। ଏ ପର୍ଯ୍ୟନ୍ତ ବ୍ଲକ ଅଧିକାରୀ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଗାଁ ସମସ୍ୟା ନ ସୁଧୁରିଲେ ଭୋଟ ଦେବୁନି

ରାୟଗଡ଼ା,୧।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାବୁଗୁଡ଼ା ଗ୍ରାମରେ ଆଜି ବି ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଗାଁରେ...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri