ନୂଆଦିଲ୍ଲୀ,୧୧-୬: ନିର୍ମଳା ସୀତାରାମନ୍ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦୁର୍ନୀତି, ଯୌନ ନିର୍ଯାତନା ଅଭିଯୋଗରେ ୧୨ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅର୍ଥାତ୍ ସେମାନଙ୍କୁ ଚାକିରିରୁ ଜବରଦସ୍ତ ବିଦା କରି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଚିଫ୍ କମିଶନର, ପ୍ରିନ୍ସିପାଲ କମିଶନର ଏବଂ କମିଶନର ର଼୍ୟାଙ୍କର ଅଧିକାରୀ ରହିଛନ୍ତି। ସେମାନଙ୍କୁ ଡିପାର୍ଟମେଣ୍ଟ ଅଫ୍ ପର୍ସନାଲ ଆଣ୍ଡ ଆଡମିନିଷ୍ଟ୍ରେଶନ ରିଫମର୍ସର ଧାରା ୫୬ ଅଧୀନରେ ସମୟ ପୂର୍ବରୁ ଅବସର ନେବାକୁ ବାଧ୍ୟ କରାଯାଇଛି। ସୂଚନାଥାଉ କି, ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଏବଂ ୩୦ ବର୍ଷର କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିସାରିଥିବା ଏଭଳି ଅଧିକାରୀଙ୍କ ବିରୋଧରେ ଧାରା ୫୬ ବ୍ୟବହାର କରାଯାଇଥାଏ। କାମରେ ଅବହେଳା କରୁଥିବା ଅଥବା ଆଶାନୁରୂପ ପ୍ରଦର୍ଶନ କରୁ ନ ଥିବା ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥାଏ।
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା
ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...
ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍ ଆଉ ମିଳିବନି ବାରମ୍ବାର ସୁଯୋଗ
ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...
Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome
ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...
SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…
ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...
ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…
ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...
୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା
ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍ଭୋଗୀଙ୍କୁ ବଡ଼...
୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ
ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...
Archives


