ଦୁର୍ନୀତିରେ ସମ୍ପୃକ୍ତି ଅଭିଯୋଗ;୧୨ ବରିଷ୍ଠ ଆୟକର ଅଧିକାରୀ ବିଦା

ନୂଆଦିଲ୍ଲୀ,୧୧-୬: ନିର୍ମଳା ସୀତାରାମନ୍‌ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦୁର୍ନୀତି, ଯୌନ ନିର୍ଯାତନା ଅଭିଯୋଗରେ ୧୨ ବରିଷ୍ଠ ଆୟକର ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଅର୍ଥାତ୍‌ ସେମାନଙ୍କୁ ଚାକିରିରୁ ଜବରଦସ୍ତ ବିଦା କରି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଚିଫ୍‌ କମିଶନର, ପ୍ରିନ୍ସିପାଲ କମିଶନର ଏବଂ କମିଶନର ର଼୍ୟାଙ୍କର ଅଧିକାରୀ ରହିଛନ୍ତି। ସେମାନଙ୍କୁ ଡିପାର୍ଟମେଣ୍ଟ ଅଫ୍‌ ପର୍ସନାଲ ଆଣ୍ଡ ଆଡମିନିଷ୍ଟ୍ରେଶନ ରିଫମର୍‌ସର ଧାରା ୫୬ ଅଧୀନରେ ସମୟ ପୂର୍ବରୁ ଅବସର ନେବାକୁ ବାଧ୍ୟ କରାଯାଇଛି। ସୂଚନାଥାଉ କି, ୫୦ରୁ ୫୫ ବର୍ଷ ବୟସ ହୋଇଥିବା ଏବଂ ୩୦ ବର୍ଷର କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିସାରିଥିବା ଏଭଳି ଅଧିକାରୀଙ୍କ ବିରୋଧରେ ଧାରା ୫୬ ବ୍ୟବହାର କରାଯାଇଥାଏ। କାମରେ ଅବହେଳା କରୁଥିବା ଅଥବା ଆଶାନୁରୂପ ପ୍ରଦର୍ଶନ କରୁ ନ ଥିବା ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri