ଦୁର୍ବଳ ଛାତ୍ରୀଛାତ୍ରଙ୍କ ପାଇଁ ହେବ ସ୍ବତନ୍ତ୍ର କ୍ଲାସ: ମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗରେ ପାଠ ପଢୁଥିବା ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କ ପାଇଁ ଏବେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଯେଉଁମାନେ ପରୀକ୍ଷାରେ ସେତେଟା ପ୍ରଭାବୀ ପ୍ରଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ଲାଗି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଣିକି ଭଲ ପ୍ରଦର୍ଶନ କରୁ ନ ଥିବା ପିଲାମାନଙ୍କୁ ସ୍ବତନ୍ତ୍ର କ୍ଲାସ ଜରିଆରେ ପାଠ ପଢ଼ାଯିବ। ଏ ଦିଗରେ ଅଧ୍ୟାପିକା, ଅଧ୍ୟାପକମାନଙ୍କୁ ବିଶେଷ ଧ୍ୟାନ ଦେବାକୁ କୁହାଯାଇଛି। ଅପରପକ୍ଷରେ ଅଧିକାଂଶ ସମୟ ଅନୁପସ୍ଥିତ ରହୁଥିବା ବା ଉପସ୍ଥାନ କମ୍‌ ରହୁଥିବା ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଉକ୍ତ ସ୍ବତନ୍ତ୍ର କ୍ଲାସ୍‌ରେ ପାଠ ପଢାଯିବ। ଏନେଇ ରବିବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ପ୍ରୋକ୍ଟୋରିଆଲ କ୍ଲାସ ଉପରେ ମଧ୍ୟ ଧ୍ୟାନ ଦିଆଯାଉଛି। ସ୍ବତନ୍ତ୍ର କ୍ଲାସ୍‌ରେ ମୁଖ୍ୟତଃ ପ୍ରାକ୍ଟିକାଲକୁ ଅଧିକ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri