ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ

ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍‌ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍‌ସ୍ଥିତ ବାଲଗୋପାଳପୁର ଷ୍ଟେଟ୍‌ବ୍ୟାଙ୍କରୁ ୪ଲକ୍ଷ ଟଙ୍କା ଉଠାଇ ନିଜ ବ୍ୟାଗ୍‌ରେ ରଖି ମିତ୍ରପୁର ଆସିଥିଲେ। ନିଜ ବାଇକ୍‌କୁ ମିତ୍ରପୁରରେ ରଖି ଅନ୍ୟ ବ୍ୟକ୍ତି ସହିତ କଥା ହେଉଥିବା ବେଳେ ଆଖି ପିଛୁଳାକେ ଏକ ବାଇକ୍‌ରେ ୨ ଜଣ ଆସି ଗାଡ଼ିରେ ଟଙ୍ଗା ହୋଇଥିବା ଟଙ୍କା ବ୍ୟାଗ୍‌ଟିକୁ ଲୁଟ୍‌ କରି ଘଟଣାସ୍ଥଳରୁ ଫେରାର ହୋଇଥିଲେ। ଖବର ଲେଖିଲା ବେଳକୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri