ଦୁର୍ବୃତ୍ତଙ୍କ ଆକ୍ରମଣରେ ୨ ଯୁବକ ଗୁରୁତର

ସାଲେପୁର,୨୮।୧୧(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ମାଛୁଆତି ବଜାରରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଦୁଇଜଣ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟଲୋକେ ଯୁବକଦ୍ୱୟଙ୍କୁ ଉଦ୍ଧାର କରି ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୋଲିସ ଖବରପାଇ ତଦନ୍ତ କରୁଥିବା ଜଣାପଡ଼ିଛି। ତେବେ ଯୁବକଦ୍ୱୟଙ୍କ ଘର ଶିଶୁଆ ପଞ୍ଚାୟତ ବାହାବଲପୁର ଗ୍ରାମରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri