Posted inଜାତୀୟ

ଦୁଷ୍ୟନ୍ତଙ୍କ ହାତରେ ଚାବିକାଠି

ଚଣ୍ଡିଗଡ଼,୨୫-୧୦(ପି.ଟି.):ହରିୟାଣା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳି ନ ଥିଲାବେଳେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଦେବୀଲାଲ୍‌ଙ୍କ ଅଣନାତି ଦୁଷ୍ୟନ୍ତ ଚୌତାଲା ସରକାର ଗଠନରେ କିଙ୍ଗ୍‌ମେକର ଭୂମିକା ନେଇପାରନ୍ତି ବୋଲି ଆଲୋଚନା ହେଉଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ମ୍ୟାଜିକ୍‌ ନମ୍ବର ୪୬ ଛୁଇଁବାରେ ବିଫଳ ହୋଇଥିବା ଶାସକ ଦଳ ଭାଜପା ଏବଂ ବିରୋଧୀ ଦଳ କଂଗ୍ରେସ ଏକାକୀ ସରକାର ଗଢ଼ିପାରିବେ ନାହିଁ। ଅନ୍ୟପକ୍ଷରେ ୧୧ ମାସ ପୂର୍ବେ ଦୁଷ୍ୟନ୍ତ ଗଢ଼ିଥିବା ଜନନାୟକ ଜନତା ପାର୍ଟି (ଜେଜେପି) ୧୦ଟି ଆସନରେ ଜିତିଥିବାରୁ ସରକାର ଗଠନରେ ଏହି ଦଳର ପ୍ରମୁଖ ଭୂମିକା ରହିବ। ଝୁଲା ବିଧାନସଭାରେ ଦୁଇ ପ୍ରମୁଖ ଦଳ ମଧ୍ୟରୁ କାହାକୁ ଜେଜେପି ସମର୍ଥନ କରିବ ସେ ନେଇ ଦୁଷ୍ୟନ୍ତ କିଛି ସ୍ପଷ୍ଟ କରିନାହାନ୍ତି। ସରକାର ଯିଏ ଗଠନ କରନ୍ତୁ ନା କାହିଁକି କ୍ଷମତାର ଚାବି ଆମ ପାଖରେ ଅଛି ବୋଲି ଦୁଷ୍ୟନ୍ତ କହିଛନ୍ତି। ଶୁକ୍ରବାର ବିଧାୟକ ଦଳ ନେତା ନିର୍ବାଚନ ପରେ ସମର୍ଥନ ନେଇ ନିଷ୍ପତ୍ତି ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri