Posted inଖେଳ

ଦୂତୀଙ୍କ ପାଇଁ ମୁଁ ଗର୍ବିତ: ଡିଜେନେରେସ

ନୂଆଦିଲ୍ଲୀ,୨୨।୫- ଦୂତୀ ଚାନ୍ଦଙ୍କ ସପକ୍ଷରେ ବାହାରିଛନ୍ତି ଆଉ ଜଣେ ବିଶ୍ୱସ୍ତରୀୟ ତାରକା। ସେ ହେଉଛନ୍ତି ହଲିଉଡ ଲୋକପ୍ରିୟ କମେଡିଆନ ତଥା ଜଣାଶୁଣା ଟକ୍‌ ଶୋ’ ଉପସ୍ଥାପିକା ଏଲେନ ଡିଜେନେରେସ। ଦୂତୀଙ୍କୁ ନେଇ ମୁଁ ଗର୍ବିତ ବୋଲି ସେ ଟୁଇଟ୍‌ କରିଛନ୍ତି। ଭାରତର ପ୍ରଥମ ଆଥ୍‌ଲେଟ ଭାବେ ନିଜକୁ ସମଲିଙ୍ଗୀ ବୋଲି ସ୍ବୀକାର କରିବା ସହ ସେ ଘାଷଣା କରି ସାହସିକତାର ପରିଚୟ ଦେଇଛନ୍ତି। ଏହି ଟ୍ରାକ୍‌ ଚାମ୍ପିୟନଙ୍କ ପ୍ରତି ମୋର ସମ୍ମାନ ବଢ଼ିଛି ବୋଲି ଡିଜେନେରେସ କହିଛନ୍ତି।
ଉଲ୍ଲେଖଥାଉ କି, ଦୁଇ ଦଶନ୍ଧି ତଳେ ଜେନେରେସ୍‌ ନିଜକୁ ଜଣେ ସମଲିଙ୍ଗୀ ବୋଲି ଘୋଷଣା କରି ସମସ୍ତଙ୍କ ନଜରକୁ ଆସିଥିଲେ। ଭାରତୀୟ ପରମ୍ପରା ଓ ସମାଜ ରକ୍ଷଣଶୀଳ ହୋଇଥିବା ବେଳେ ସମଲିଙ୍ଗୀ ପୁରୁଷ ଓ ମହିଳାଙ୍କୁ ସହଜରେ ଗ୍ରହଣ କରାଯାଇ ନ ଥାଏ ଓ ଏମାନଙ୍କୁ ଭିନ୍ନ ନଜରରେ ଦେଖାଯାଇଥାଏ। ଏହା ସତ୍ତ୍ୱେ ସେ ସାହସିକତାର ପରିଚୟ ଦେଇଛନ୍ତି। ସେ ପ୍ରଶଂସାର ପାତ୍ର। କେବଳ ଟ୍ରାକ୍‌ରେ ନୁହଁ, ଦୂତୀ ବ୍ୟକ୍ତିଗତ ଜୀବନରେ ମଧ୍ୟ ଜଣେ ଚାମ୍ପିୟନ ବୋଲି ସେ କହିଛନ୍ତି। ଡିଜେନେରେସ ଏବେ ତାଙ୍କ ସେଲିବ୍ରିଟି କମେଡି ଶୋ’ ‘ଦି ଏଲେନ ଶୋ’ର ୧୬ଶ ସଂସ୍କରଣର ଉପସ୍ଥାପନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୩: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା…

W,W,W,W,W… ଗୋଟିଏ ଓଭରରେ ୫ ଉଇକେଟ୍‌ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୪।୨:  ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ମହାନ କିମ୍ବଦନ୍ତୀମାନେ ଇଣ୍ଡୋନେସିଆର ଗେଡେ ପ୍ରିୟନ୍ଦନାଙ୍କ ପରି ସଫଳତା ହାସଲ କରିବାରେ ବିଫଳ ହୋଇଛନ୍ତି। ପ୍ରିୟନ୍ଦନାଙ୍କ ନାମ ମାତ୍ର ଗୋଟିଏ ଓଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri