ଦୂର ସ୍ଥାନକୁ ଯାତ୍ରା କରିବାବେଳେ ପାଖରେ ରଖନ୍ତୁ ଏ ସବୁ ଜିନିଷ

ଯାତ୍ରା ସର୍ବଦା ଆନନ୍ଦଦାୟକ ଓ ରୋମାଞ୍ଚକର ହୋଇଥାଏ। ମାତ୍ର ଏକୁଟିଆ ଯାତ୍ରା କଷ୍ଟଦାୟକ। ଆଉ ଏହି ସମୟରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ। ତେବେ ଏକ୍‌ଲା ଯାତ୍ରା ସମୟରେ ନିତ୍ୟବ୍ୟବହାର୍ଯ୍ୟ ଜିନିଷ, କ୍ଷୁଦ୍ର ଯନ୍ତ୍ରପାତି ପାଖରେ ରଖିବା ନିତାନ୍ତ ଆବଶ୍ୟକ। କାରଣ ଦୂର କିମ୍ବା ପାହାଡ଼ ଆଦି ସ୍ଥାନଗୁଡ଼ିକରେ ସେସବୁ ମିଳିବା ଅସମ୍ଭବ। ଏପରି କିଛି ବିଷୟରେ ଜାଣନ୍ତୁ, ଯାହା ଆପଣଙ୍କ ଏକୁଟିଆ ଯାତ୍ରାକୁ ସହଜ କରିଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ….

ଭିଜୁଆଲ ଲେକ୍‌ ପ୍ରୁଫ୍‌ ଟ୍ରାଭେଲ ବଟଲ୍‌: ଏଥିରେ ଆପଣ ଜରୁରୀ ବ୍ୟବହାର୍ଯ୍ୟ ଜିନିଷ ରଖିପାରିବେ। ଏହା ଲଗେଜ୍‌ ବ୍ୟାଗ୍‌ରେ କମ୍‌ ଜାଗା ନେଇଥାଏ। ସବୁଠୁ ଖାସ୍‌ କଥା ହେଲା, ପ୍ରେସର ପଡ଼ିଲେ ମଧ୍ୟ ଏଥିରେ ଥିବା ଜିନିଷ ଲିକେଜ୍‌ ହୋଇ ନ ଥାଏ।
ଟ୍ରାଭେଲୋନ୍‌ ଆଣ୍ଟିଥେପ୍ଟ ବ୍ୟାଗ୍‌: ଏହି ବ୍ୟାଗ୍‌ ଅଧିକ ମଜଭୁତ। ଏଥିରେ ଅନେକ ପ୍ୟାକେଟ୍‌ ମଧ୍ୟ ରହିଥାଏ, ଯେଉଁଥିରେ ଆପଣ ଆପଣଙ୍କ ଗୁରୁତ୍ୱପୂର୍ଣ୍ଣ ଜିନିଷ ବିନା କୌଣସି ଭୟରେ ରଖିପାରିବେ।

ହେଡ୍‌ଫୋନ୍‌: ଯଦି ଆପଣ ବାହାରର କୋଳାହଳ ଓ ଶବ୍ଦ ଶୁଣିବାକୁ ନାପସନ୍ଦ କରୁଥାନ୍ତି, ତେବେ ଏହା ଆପଣଙ୍କୁ ସାହାଯ୍ୟ କରିବ।

ଏନର୍ଜି ପ୍ରୋ ପ୍ୟାକ୍‌ ପାଓ୍ବାର ବ୍ୟାଙ୍କ: ଏଥିରେ ୩ଟି ଡିଭାଇସ୍‌ ଏକ ସାଥିରେ ଚାର୍ଜ ହୋଇଥାଏ। ତେବେ ଏପରି ପାଓ୍ବାର ବ୍ୟାଙ୍କ ନିଶ୍ଚୟ ପାଖରେ ରଖିନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri