ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ ରହିଛି, ଯାହା କି ରୁପି ସମସ୍ୟା ଦୂର କରିବାରେ ବେଶ୍‌ ଉପକାରୀ …

ଶୀତଦିନେ ଅନେକଙ୍କର ପାଣି ପିଇବା କମିଯାଏ। ଫଳରେ ଠିକ୍‌ ଭାବେ ଖାଦ୍ୟ ହଜମ ହୁଏ ନାହିଁ। ଏହା ମଧ୍ୟ ଅନେକଙ୍କ ମୁଣ୍ଡରେ ରୁପି ହେବାର ଏକ କାରଣ। ତେଣୁ ପ୍ରତିଦିନ ଖାଦ୍ୟରେ ଅଦା ସାମିଲ କଲେ ଏହା ନା କେବଳ ହଜମଶକ୍ତି ବଢାଇବ ବରଂ ଏଥିରେ ଥିବା ଆଣ୍ଟିବ୍ୟାକ୍ଟେରିଆଲ୍‌ ଏବଂ ଆଣ୍ଟିଫଙ୍ଗାଲ୍‌ ଉପାଦାନ ମଧ୍ୟ ରୁପି ଦୂର କରିବ।
ରସୁଣରେ ଥିବା ଆଲିସିନ୍‌ ନାମକ ଆଣ୍ଟିଫଙ୍ଗାଲ୍‌ ଉପାଦାନ କେଶ ମୂଳରୁ ରୁପି ନଷ୍ଟ କରିଥାଏ। ଏହାକୁ ପେଷ୍ଟ କରି କେଶ ମୂଳରେ ଲଗାଇଲେ ମଧ୍ୟ ଫଳପ୍ରଦ ହୋଇପାରିବେ।
କଦଳୀରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି୬, ଏ, ସି, ଇ ସହିତ ଜିଙ୍କ, ପୋଟାସିଅମ୍‌ ଏବଂ ଆଇରନ୍‌ ଭଳି ମିନେରାଲ୍ସ ସହିତ ଆମିନୋଏସିଡ୍‌ ଏବଂ ଆଣ୍ଟି ଅକ୍ସିଡାଣ୍ଟ ରହିଛି, ଯାହା କି ମୁଣ୍ଡରେ ରୁପି ହେବାକୁ ଦିଏନାହିଁ।
ବୁଟକୁ ଖାଦ୍ୟ ତାଲିକାରେ ସାମିଲ କରିବା ସହ ଏହାକୁ ପେଷ୍ଟ କରି କେଶ ମୂଳରେ ଲଗାଇଲେ ରୁପି ଦୂର ହୋଇଥାଏ। କାରଣ ଏଥିରେ ଅଧିକ ପରିମାଣରେ ଭିଟାମିନ ବି୬ ଏବଂ ଜିଙ୍କ୍‌ ରହିଛି, ଯାହା କି ରୁପି ଦୂର କରିବାର ମୁଖ୍ୟ ଉପାଦାନ। ସେହିପରି ଗହମ ଖାଇବା ମଧ୍ୟ ଉପକାରୀ।
ପ୍ରତିଦିନ ଖାଦ୍ୟ ତାଲିକାରେ ସିଜନାଲ୍‌ ଫଳଗୁଡିକୁ ସାମିଲ କରିବା ଦ୍ବାରା ଏଥିରେ ଥିବା ଏନ୍‌ଜାଇମ୍‌ ଆପଣଙ୍କ ହଜମଶକ୍ତି ବଢାଇବା ସହ ରୁପି କମାଇବ।
ମାଛ ତେଲ ଖାଇବା ଦ୍ବାରା ଶୀତଦିନେ ତ୍ବଚା ଶୁଷ୍କ ହେବା ପରିବର୍ତ୍ତେ ନରମ ରହିଥାଏ ା ଫଳରେ ରୁପି ସମସ୍ୟା ହ୍ରାସ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri