Posted inଜାତୀୟ

ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ଗାଜିଆବାଦ୍‌ ପ୍ରତାପ ବିହାରର ଅମୃତା ଆନନ୍ଦମୟୀ କୁଟିରମ୍‌ରେ ବାସ କରୁଥିବା ଗୁଡ୍ଡିଙ୍କ ଇଛା ଶକ୍ତି ଆଗରେ ସାମାଜିକ ବାଧା ହାର୍‌ ମାନିଛି। ୨୦୧୪ରେ ସ୍ବାମୀଙ୍କ ମୃତ୍ୟୁ ପରେ ଗୁଡ୍ଡି ଉପରେ ଝିଅ ଏବଂ ପୁଅର ଲାଳନ ପାଳନ ଦାୟିତ୍ୱ ଆସି ପଡ଼ିଥିଲା। ତେବେ ସେ ବିଚଳିତ ନ ହୋଇ ଇ-ରିକ୍ସା ଚଳାଇବା ଆରମ୍ଭ କରିଥିଲେ। ଏନେଇ ସାହି ପଡ଼ିଶାଙ୍କଠାରୁ ଟାହିଟାପରା ମଧ୍ୟ ଶିଣିବାକୁ ପଡ଼ିଥିଲା। ତେବେ ସେ ହାର୍‌ ନ ମାନି ଆଗକୁ ମାଡି ଚାଲିଥିଲେ। ଏବେ ତାଙ୍କ ସାହସ ଦେଖି ସ୍ଥାନୀୟ ଅଞ୍ଚଳର ଅନ୍ୟ ୫ ଜଣ ମହିଳା ଇ-ରିକ୍ସା ଚଳାଇବା ଆରମ୍ଭ କରିଛନ୍ତି। ସେମାନଙ୍କୁ ଗାଡି ଚଳାଇବା ତାଲିମ୍‌ ଗୁଡ୍ଡି ଦେଇଛନ୍ତି। ଏପରି କରି ଗୁଡ୍ଡି ସମାଜ ପାଇଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri