ଦେବ ସ୍ନାନ ପୂର୍ଣ୍ଣିମା: ଭକ୍ତ ବିରହରେ ଭଗବାନ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ବିଭିନ୍ନ ପୀଠରେ କଡ଼ା କଟକଣା ପୂର୍ବକ ପାଳିତ ହେଉଛି। କଟକ ଜିଲା ବ୍ରହ୍ମକ୍ଷେତ୍ର ଜିଗ୍ନିପୁର ପୀଠରେ ପାରମ୍ପରିକ ପୂଜାର୍ଚ୍ଚନା ଓ ସ୍ନାନ ଉତ୍ସବ ଚାଲିଛି। ଏହି ସମୟରେ ଭକ୍ତଙ୍କୁ ପୀଠ ମଧ୍ୟକୁ ନିଷିଦ୍ଧ କରାଯାଇଥିବାରୁ ଚତୁର୍ଦ୍ଧାମୁରତୀ ଭକ୍ତ ବିରହରେ ଥିବା ଦେଖିବାକୁ ମିଳିଛି। ସେହିଭଳି ଭାବେ ଅଶୁରେଶ୍ୱର ଦଧିବାମନ ପୀଠରେ ମଧ୍ୟ ପରମ୍ପରା ରକ୍ଷା ପୂର୍ବକ ପାରମ୍ପରିକ ପୂଜାର୍ଚ୍ଚନା ଓ ସ୍ନାନ ଉତ୍ସବ ସହ ଦେବନୀତି ସେବାୟତଙ୍କ ଦ୍ୱାରା ସମାପନ କରାଯାଇଛି। ଶୁକ୍ରବାର ପ୍ରଭାତରୁ ବ୍ରହ୍ମକ୍ଷେତ୍ର ବଳଦେବଜିଉ ପୀଠର ଟ୍ରଷ୍ଟବୋର୍ଡ ନିର୍ଦ୍ଦେଶକ୍ରମେ ସେବାୟତ ଓ ନାଜି ମହନ୍ତମାନେ ମନ୍ଦିରରୁ ଚତୁର୍ଦ୍ଧାମୁରତୀଙ୍କୁ ପହଣ୍ଡି କରାଇ ସ୍ନାନ ମଣ୍ଡପକୁ ଆଣିଥିଲେ। ସେଠାରେ ଯଥାବିଧି ସ୍ନାନ ଉସତ୍ବ କରାଯାଇ ମନ୍ଦିର ପରମ୍ପରା ଅନୁଯାଇ ନୈବେଦ୍ୟ ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri