Posted inଜାତୀୟ

ଦେଶ ପାଇଁ ବେଳେ ବେଳେ ଜନତାଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଥାଏ: ମୋଦି

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘୧୦୦ ବର୍ଷରେ ଆସୋଚାମ (ଆସୋସିଏଟେଡ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ)’ରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଆସୋଚାମ ୧୦୦ ବର୍ଷରେ ପଦାର୍ପଣ କରିବା ଏକ ବଡ ଅନୁଭୂତି। ଏଥିପାଇଁ ସେ ଆସୋଚାମର ସମସ୍ତ ସଦସ୍ୟଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସମ୍ବୋଧିତ କରିବା ସମୟରେ ମୋଦି ପରୋକ୍ଷରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଏକ ସାହସିକ ନିଷ୍ପତ୍ତି ବୋଲି ମଧ୍ୟ କହିଛନ୍ତି। ତେବେ ଦୀର୍ଘ ୭୦ ବର୍ଷର ଅଭ୍ୟାସକୁ ବଦଳାଇବାକୁ ସମୟ ଲାଗିବ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଦେଶ ପାଇଁ କିଛି କରିବାକୁ ହେଲେ ବେଳେ ବେଳେ ଜନତାଙ୍କ ଆକ୍ରୋଶର ଶିକାର ହେବାକୁ ପଡିଥାଏ। ସୂଚନାଯୋଗ୍ୟ, ସିଏଏକୁ ନେଇ ସମଗ୍ର ଦେଶରେ ଯେଭଳି ହିଂସାର ବାତାବରଣ ସୃଷ୍ଟି ହୋଇଛି ତାକୁ ଲକ୍ଷ୍ୟକରି ମୋଦି ଏହା କହିଛନ୍ତି। ଦେଶରେ ଲାଗୁ ହୋଇଥିବା ଜିଏସ୍‌ଟିକୁ ନେଇ ମଧ୍ୟ ମୋଦି ସେଠାରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ରାଜକୁମାର ବୁଧଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ: ପହିଲାଠୁ କନ୍ୟା ସମେତ ୪ ରାଶି ହେବେ ଧନବାନ୍‌, ପଛକୁ ପଛ ଲାଗିବ ଲଟେରୀ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ପ୍ରଭାବଶାଳୀ ବୋଲି ମନାଯାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ ବୁଦ୍ଧି, ବାଣୀ, ଯୋଗାଯୋଗ ଓ ବ୍ୟବସାୟର କାରକ ବୁଧ…

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?