Posted inଜାତୀୟ

ଦେଶ ସର୍ବଦା ଜେଟଲୀଙ୍କୁ ମନେ ରଖିବ: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶନିବାର ୧୨ଟା ୭ରେ ଏମ୍ସ୍‌ରେ ପରଲୋକ ଘଟିଛି। ଏନେଇ ଦେଶର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଜେଟଲୀଙ୍କୁ ଦେଶ ସର୍ବଦା ମନେ ରଖିବ ବୋଲି ଟୁଇଟ୍‌ କରି କହିଛନ୍ତି। ରାଜନୈତିକ ଜୀବନରେ ଜେଟଲୀଙ୍କ କାର୍ଯ୍ୟ ସବୁବେଳେ ଅବିସ୍ମରଣୀୟ ହୋଇ ରହିବ ବୋଲି ସୋନିଆ କହିଛନ୍ତି। ସେହିପରି କଂଗ୍ରେସ ପକ୍ଷରୁ ଏଭଳି ଦୁଃଖଦ ସମୟରେ ଶୋକସନ୍ତତ୍ପ ପରିବାରବର୍ଗଙ୍କୁ ଟୁଇଟ୍‌ କରି ସ୍ବାନ୍ତନା ଦିଆଯାଇଛି। ଏଭଳି ସମୟରେ କଂଗ୍ରେସ ଦଳ ଜେଟଲୀଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ତୁଳା ରାଶିରେ ସୂର୍ଯ୍ୟଙ୍କ ଚଳନ: ଅକ୍ଟୋବର ୧୭ରୁ ସତର୍କ ରୁହନ୍ତୁ ୩ ରାଶି! ପାଖରୁ ଚାଲିଯିବ ସବୁଟଙ୍କା

ତୁଳା ରାଶି ହେଉଛି ସୂର୍ଯ୍ୟ ଗ୍ରହଙ୍କ ନୀଚ ରାଶି। ସୂର୍ଯ୍ୟ ତୁଳାରେ ନୀଚ ହୋଇଥାନ୍ତି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କର ଅନେକ ରାଶି ଉପରେ ଅଶୁଭ ପ୍ରଭାବ ପଡ଼ିବ।…

ଚିଲିକା ମଝିରେ ଅଟକିଲା ଡଙ୍ଗା: ଭୟରେ ଥରିଲେ ଯାତ୍ରୀ, ଆଉ ତା’ପରେ…

କୃଷ୍ଣପ୍ରସାଦ,୭।୧୦(କୈଳାଶ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?