ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିନ୍ଦୀରେ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଥିବା ବେଳେ ସଭିଙ୍କ ଜୀବନରେ ଏକ ନୂତନ ଆଲୋକ ଆସୁ ବୋଲି ସେ କାମନା କରିଛନ୍ତି। ନିଜ ଦସ୍ତଖତ ସେ ଏକ ଫଟୋ ଶେୟାର କରିବା ସହ ସମସ୍ତଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି। ଅନ୍ୟପଟେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟୁଇଟ୍‌ କରି ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ସମସ୍ତେ ଉଭୟଙ୍କ ଭିତରେ ଦୀପଜାଳି ଓ ଭଲ ପାଇବା ବାଣ୍ଟି ଖୁସିକୁ ଦ୍ୱିଗୁଣିତ କରନ୍ତୁ ବୋଲି ସେ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri