ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଚିନ୍ତା ଜନକ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ହଟ୍‌ ସ୍ପଟ୍‌ ଅଞ୍ଚଳରେ ଶୀଘ୍ର ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ ମଧ୍ୟ ଆରମ୍ଭ ହୋଇଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭,୪୮୦ରେ ପହଞ୍ଚିଛି। ଦେଶର ୧୧ଟି ସହରରେ କରୋନା ସଂକ୍ରମଣ ଗୁରୁତର ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏନେଇ ମନ୍ତ୍ରଣାଳୟ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ସେସବୁ ସହର ମଧ୍ୟରେ ଇନ୍ଦୋର, ମୁମ୍ବାଇ, ପୁଣେ, ଜୟପୁର, କୋଲକତା, ହାଓ୍ବାଡ଼ା, ପୂର୍ବ ମେଦିନୀପୁର, ୨୪ ପ୍ରଗଣା, ଦାର୍ଜଲିଂ, ଅହମଦାବାଦ୍‌, କେଲେମ୍ପୋଙ୍ଗ୍‌, ଜଳପାଇଗୁଡ଼ି ଆଦି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ମଧ୍ୟ ଇତିମଧ୍ୟରେ ୨୫୪୬ ସୁସ୍ଥ ହୋଇ ଘରକୁ ଫେରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?