ଦେଶରେ କରୋନା ଆରୋଗ୍ୟ ହାର ୪୮ ପ୍ରତିଶତ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣକୁ ନେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ କିଛି ନୂଆ ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ବିଶ୍ୱର ସବୁଦେଶଠାରୁ କମ୍‌ ରହିଛି। ସେହିପରି ଏପର୍ଯ୍ୟନ୍ତ ୯୫,୫୨୭ ରୋଗୀ ସୁସ୍ଥ ହୋଇଥିବା ବେଳେ ସୁସ୍ଥତା ହାର ୪୮.୦୭ ପ୍ରତିଶତରେ ପହଞ୍ଚିଛି। ସେହିପରି ଦେଶରେ କରୋନା ମୃତ୍ୟୁ ହାର ରହିଛି ୨.୮୨ ପ୍ରତିଶତ। ଦେଶରେ ଯେଉଁମାନଙ୍କର କରୋନା ଯୋଗୁ ମୃତ୍ୟୁ ହୋଇଛି ସେମାନଙ୍କ ମଧ୍ୟରୁ ୭୩ ପ୍ରତିଶତ ଲୋକ ଅନ୍ୟ ରୋଗରେ ପୀଡ଼ିତ ଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri