ଦେଶରେ ୧୨ ଘଣ୍ଟାରେ ଚିହ୍ନଟ ହେଲେ ୪୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬ ।୪: ଦେଶରେ ଗତ ୧୨ ଘଣ୍ଟା ମଧ୍ୟରେ ୪୯୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୬୭ ହୋଇଛି ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ସୋମବାର ସକାଳ ସୁଦ୍ଧା ୧୦୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୯୨ ଜଣ ସୁସ୍ଥ ହୋଇଥିବା କୁହାଯାଇଛି । ଆଉ ୩୬୬୬ ଜଣ ଏବେ ଚିକିତ୍ସିତ ହେଉଛନ୍ତି ବୋଲି ସୂଚନା ରହିଛି । ତେବେ ମହାରାଷ୍ଟ୍ରରେ ସର୍ବାଧିକ ୬୯୦ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ତାମିଲନାଡୁରେ ୫୭୧ ଓ ଦିଲ୍ଲୀରେ ୫୦୩ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri