ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୧୮ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୪: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୭୧୮ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩.୦୫୦ରେ ପହଞ୍ଚିଛି। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏହି ସୂଚନା ଦେଇଛନ୍ତି। ତେବେ ଦେଶରେ ସୁସ୍ଥ ହାର ୨୫.୧୯ ପ୍ରତିଶତ ରହିଛି ବୋଲି ସେ କହିଛନ୍ତି। ଦେଶରେ ଏବେ ସୁଦ୍ଧା କରୋନାରେ ୧,୦୭୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଭାରତ ଗସ୍ତରେ ଆସି ବଡ଼ ଘୋଷଣା କଲେ ମ୍ୟାନ୍‌ମାର ରାଷ୍ଟ୍ରପତି, ଖୁସିରେ ମୋଦି କହିଲେ…

ନୂଆଦିଲ୍ଲୀ,୨।୬: ଭାରତର ସୁରକ୍ଷା ସ୍ବାର୍ଥ ବିରୋଧରେ ମ୍ୟାନ୍‌ମାର ଅଞ୍ଚଳ ବ୍ୟବହାର ହେବାକୁ ଦିଆଯିବ ନାହିଁ ବୋଲି ନୂଆଦିଲ୍ଲୀ ଗସ୍ତରେ ଆସିଥିବା ଏହାର ରାଷ୍ଟ୍ରପତି ମିନ୍‌ ଅଙ୍ଗ୍‌ ହ୍ଲାଇଙ୍ଗ୍‌…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri