ଦେଶୀମଦ ସହ ଗାଡ଼ି ଜବତ

ବାଲେଶ୍ୱର ଅଫିସ, ୨୯।୪: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ରସାଳପୁର ରାସ୍ତାରେ ଅବକାରୀ ବିଭାଗର ଜିଲା ଭ୍ରାମ୍ୟମାଣ ଟିମ୍‌ ଦ୍ୱାରା ବୁଧବାର ଚଢ଼ାଉ କରାଯାଇ ୯ଶହ ଲିଟର ଦେଶୀ ମଦ ସହ ଏକ ଟାଟା ଏସିଇ ଗାଡ଼ି (ନଂ. ଓଡ଼ି୦୧-୫୫୭୫) ଜବତ କରାଯାଇଛି। ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଏନେଇ ଅବକାରୀ ବିଭାଗର ଜିଲା ଭ୍ରାମ୍ୟମାଣ ଥାନାରେ ମାମଲା (ନଂ. ୧୩/୨୦-୨୧) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଜିଲା ଭ୍ରାମ୍ୟମାଣ ଆଇଆଇସି ଉଦେଲାଲ ନାୟକଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri