ଦୋକାନ ବନ୍ଦ କଲା ପ୍ରଶାସନ

ବାରିପଦା ଅଫିସ, ୨୬ା୪- ସମସ୍ତ ଦୋକାନ ଖୋଲିବା ଗୁଜବ ପ୍ରଚାର ହେବା ପରେ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ସହରରେ କେତେକ ଦୋକାନ ଖୋଲିଥିଲା। ଖବରପାଇ ଉପ ଜିଲାପାଳ ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ତହସିଲଦାର ରାମଚନ୍ଦ୍ର ସେରେନ୍‌, ଟାଉନଥାନା ଅଧିକାରୀ ବୀରେନ୍ଦ୍ର ସେନାପତିଙ୍କ ସମେତ ପୋଲିସ ଫୋର୍ସ ପହଞ୍ଚି ବିନା ଅନୁମତିରେ ଖୋଲିଥିବା ଦୋକାନଗୁଡ଼ିକୁ ବନ୍ଦ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ,ଲକ୍‌ ଡାଉନ ଯୋଗୁ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବା ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌, ତେଜିଲା ଅସନ୍ତୁଷ୍ଟ

ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌…

ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…

ପୁରୀ,୮।୬: ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ…

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri