ଦୋକାନରୁ ଔଷଧ କିଣାରୁ ମିଳୁଛି ତଥ୍ୟ: ୮୧ ଜଣଙ୍କଠାରେ ଶ୍ୱାସକ୍ରିୟା ସମସ୍ୟା, ଫ୍ଲୁ ଥିବା ସ୍ପଷ୍ଟ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣୁଥିବା ଲୋକଙ୍କ ତଥ୍ୟ ଦୈନିକ ଡ୍ରଗ ଇନ୍ସପେକ୍ଟରଙ୍କୁ ଦେବା ବାଧ୍ୟତାମୂଳକ ରହିଛି। ତେବେ ଗତ ତିନିଦିନରେ ଜିଲାର ୪୮୮ ଦୋକାନରୁ ୭ ହଜାର ୭୪୨ ଜଣ ଔଷଧ କିଣିଥିଲେ। ତେବେ ରିପୋର୍ଟ ଅନୁଯାୟୀ, ୮୧ ଜଣଙ୍କ ଠାରେ କୋଭିଡ ଲକ୍ଷଣ ରହିଛି। ସେମାନଙ୍କ ସ୍ବାବ୍‌ ଟେଷ୍ଟ ପରେ ୧୬ ଜଣଙ୍କଠାରେ ଶ୍ୱାସକ୍ରିୟା ଜନିତ ସମସ୍ୟା ଓ ୬୫ ଜଣଙ୍କ ଠାରେ ଫ୍ଲୁ ରହିଥିବା ସ୍ପଷ୍ଟ ଜଣାପଡ଼ିଛି।
କରୋନା ସଂକ୍ରମଣକୁ ପ୍ରତିହତ କରିବା ପରିପ୍ରେକ୍ଷୀରେ ଏହି ସର୍ଭେ ଚାଲିଛି। ରୋଗୀ ପାଇଁ କେଉଁ ସମ୍ପର୍କୀୟ କିମ୍ବା ରୋଗୀ ନିଜେ କି ଔଷଧ କିଣୁଛନ୍ତି, କେଉଁ ରୋଗ ଅଛି, କିଣିଥିବା ବ୍ୟକ୍ତିଙ୍କ ନାମ ଓ ସମ୍ପୂର୍ଣ୍ଣ ଠିକଣା ଦୋକାନୀ ମାନେ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri