Posted inଜାତୀୟ

ଦୋମୁହାଁ ସାପର ଦାମ୍‌ ଅମୂଲ ମୂଲ

ମୁମ୍ବାଇ,୨୯।୫: ମହାରାଷ୍ଟ୍ରର ଠାଣେ ଜିଲ୍ଲାରୁ ଚୋରା ଚାଲାଣ କରାଯାଉଥିବା ୨ଟି
ଦୋମୁହାଁ ସାପକୁ ଜବତ କରାଯାଇଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଗିରଫ କରିଛି ନବଘର ପୋଲିସ। ସୂଚନାଯୋଗ୍ୟ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୋଲିସ ଭାୟନ୍ଦର ଗଁ।ର ଏକ ସ୍ଥାନରେ ନଜର ରଖିଥିଲେ। ମଙ୍ଗଳବାର ସେଠାରେ ବୁଲୁଥିବା ୨ ସନ୍ଦିଗ୍ଧଙ୍କୁ ପୋଲିସ କାବୁ କରିବା ସହ ବ୍ୟାଗର ଯାଞ୍ଚ କରିବା ସମୟରେ ୨ଟି ଦୋମୁହାଁ ସାପ ବାହାରିଥିଲା। ଅବୈଧ ବନ୍ୟଜୀବ ବଜାରରେ ଏହାର ମୂଲ୍ୟ ପ୍ରାୟ ୨କୋଟି ୪୫ଲକ୍ଷ ହୋଇଥିବା ବେଳେ ଏହି ପ୍ରଜାତିର ସାପର ଚାହିଦା ଆନ୍ତର୍ଜାତୀୟ ବଜାରରେ ଅଧିକ ବୋଲି ସୂଚନା ଦେଇଛି ପୋଲିସ। ଅପରପକ୍ଷରେ ଗିରଫ ହୋଇଥିବା ୨ଜଣ ଯୁବକ ମୁମ୍ବାଇର ବୋଲି ଜଣାପଡ଼ିଥିବା ବେଳେ ସେମାନେ ସାପ ବିକ୍ରି ପାଇଁ ଯୋଜନା କରୁଥିଲେ। ସେମାନଙ୍କ ବିରୋଧରେ ବନ୍ୟଜୀବ ଅଧିନିୟମ ଅନୁସାରେ ମାମଲା ରୁଜୁ କରାଯାଇ ତଦନ୍ତ ଚଳାଇଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?