ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ବେଳେ ଉପସ୍ଥିତ ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ଅଭିମନ୍ୟୁ ବଧ ଦୃଶ୍ୟରେ ଚକ୍ରବାଣ ଫୁଟାଯାଇଥିଲା। ଏହାର ନିଅଁା ଚାରିପଟକୁ ଛିଟିକି ମଞ୍ଚ ତଳେ ରଖାଯାଇଥିବା ବାଣରେ ପଡିବାରୁ ତାହା ଫୁଟିଥିଲା। ଏହା ନିକଟରେ ଥିବା ୮ ଜଣ ଆହତ ହୋଇଥିଲେ। ସେମାନେ ହେଲେ ବିଜୟ ଗୌଡ଼, ଚନ୍ଦନ ବିଶୋଇ, ବାବୁ ବିଶୋଇ, ଓଁ ଗୌଡ଼, ଅରୁଣ ବିଶୋଇ, ରାଜା ଗୌଡ଼, ସୁମନ ରେଡ୍ଡୀ ଓ ବିଜୟ ରେଡ୍ଡୀ ା ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ତୁରନ୍ତ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଥିଲା। ପରେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଖବର ପାଇ ଧରାକୋଟ ଥାନାଧିକାରୀ ସହଦେବ ମହାପାତ୍ର ଜଣେ ଯାତ୍ରା କମିଟି ସଦସ୍ୟଙ୍କୁ ଥାନାକୁ ଆଣି ଅଟକ ରଖିଛନ୍ତି। ଏ ନେଇ ଧରାକୋଟ ଥାନାରେ ନଂ.୪୦/୨୦ରେ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଜାରି ରହିଛି। ରାଜ୍ୟ ସରକାର କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରି ଯାନିଯାତ୍ରା, ବାହାଘର, ସଂଗଠନ ଓ ଉତ୍ସବ ସହ ଧାର୍ମିକ କାର୍ଯ୍ୟ ଉପରେ ଅଙ୍କୁଶ ଲଗାଇଛନ୍ତି। ଏପରିସ୍ଥଳେ ରାମଚନ୍ଦ୍ରପୁରରେ ନାଟକ ପରିବେଷଣ ପାଇଁ ଥାନା ତରଫରୁ ଅନୁମତି ଦିଆଯାଇନାହିଁ କିମ୍ବା ବାଣ ଫୁଟାଇବା ପାଇଁ କୌଣସି ନିର୍ଦ୍ଦେଶ ଦିଆଯାଇନାହିଁ। ପ୍ରଶାସନିକସ୍ତରରେ ଏହାର ଅନୁଧ୍ୟାନ କରାଯାଉଛି ବୋଲି ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନ କହିିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…
ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…
ପଲିଥିନ୍ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ
ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…
କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ
ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…
ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର
ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…
କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…
ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…
ରାସ୍ତା-ଡ୍ରେନ୍ ନିର୍ମାଣ ନ ହେଲେ ଭୋଟ୍ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ
କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…
ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର
ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…
Archives

