ହିଞ୍ଜିଳିକାଟୁ,୨୨ା୬ (ଡି.ଏନ୍.ଏ)-ଦୋଳଖେଳ ଜଣେ ନାବାଳିକାଙ୍କ ପାଇଁ କାଳ ହୋଇଛି। ଦଉଡ଼ି ତାଙ୍କ ବେକରେ ଅସାବଧାନତାରୁ ଛନ୍ଦି ହୋଇଯିବାରୁ ତାଙ୍କ ଜୀବନ ଯାଇଛି। ରଜ ଦିନଠାରୁ ଘରେ ବନ୍ଧା ଯାଇଥିଲା ଦୋଳି। ଦୋଳି ଖେଳୁଥିବା ସମୟରେ ସେହି ଦୋଳି ଛିଣ୍ଡି ବେକରେ ଗୁଡ଼ାଇ ହୋଇଯିବାରୁ ଶନିବାର ଅପରାହ୍ନରେ ଜଣେ ନାବାଳିକାକଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ମୋହନ କଲୋନୀ ଅଞ୍ଚଳରେ। ମୃତକ ଜଣକ ହେଲେ ଅରୁଣ ମହାନ୍ତିଙ୍କ ଝିଅ ଅର୍ପିତା (୧୧)।
ଅର୍ପିତା ଦୋଳି ଖେଳୁଥିଲେ। ଏହି ସମୟରେ ଦୋଳିର ଗୋଟିଏ ପାର୍ଶ୍ୱ ଦଉଡ଼ି ଛିଣ୍ଡିଯାଇ ତାଙ୍କ ବେକରେ ଗୁଡ଼ାଇ ହୋଇଯିବାରୁ ସେ ଝୁଲି ରହିଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହିଞ୍ଜିଳି ପୋଲିସ ମୃତଦେହ ଜବତ କରି ନଂ.୧୩/୧୯ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା।
ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ
ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା…
ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…
ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ…
ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ
ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…
ଗଞ୍ଜାମରେ ଜୋନାଲ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ଅଂଶଗ୍ରହଣ କରିବେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ର
ଗଞ୍ଜାମ,୭।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଆରମ୍ଭ ହେବ ଜୋନାଲ ସ୍ତରୀୟ କ୍ରୀଡା ପ୍ରତିଯୋଗିତା । ଏଥିରେ ବ୍ଲକର ଚାରୋଟି…
୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି
ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…
ଗୋ’ ଚାଲାଣବେଳେ ଫାଟିଲା ପିକ୍ଅପ୍ ଟାୟାର, ୩ ବଳଦ ମୃତ
ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…
ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି
ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…
ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର
ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…
Archives

