ଦୌଡ଼ରୁ ଓହରିଲେ ବ୍ଲୁମ୍‌ବର୍ଗ

ଓ୍ବାଶିଂଟନ,୫ା୩: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଉଦ୍ଦିଷ୍ଟ ଡେମୋକ୍ରାଟିକ୍‌ ପ୍ରାଇମେରି ପ୍ରସେସ୍‌ ‘ସୁପର ଟ୍ୟୁଜ୍‌ଡେ’ ଦୁର୍ବଳ ପ୍ରଦର୍ଶନ ପରେ ଦୌଡ଼ରୁ ଓହରିଯାଇଛନ୍ତି ବିଲିଅନାରି ବିଜନେସମ୍ୟାନ୍‌ ମାଇକ୍‌ ବ୍ଲୁମ୍‌ବର୍ଗ। ସେ ପ୍ରତିଦ୍ୱନ୍ଦ୍ୱିତାରୁ ହଟିଯିବା ସହ ବର୍ତ୍ତମାନ ଦୌଡ଼ରେ ଆଗୁଆ ଥିବା ପୂର୍ବତନ ଉପରାଷ୍ଟ୍ରପତି ଜୋ ବିଡେନଙ୍କୁ ସମର୍ଥନ କରିଥିବା ଘୋଷଣା କରିଛନ୍ତି ନ୍ୟୁୟର୍କର ପୂର୍ବତନ ମେୟର ବ୍ଲୁମ୍‌ବର୍ଗ।
ତିନିମାସ ପୂର୍ବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହରାଇବା ପାଇଁ ମୁଁ ଏହି ଦୌଡ଼ରେ ସାମିଲ ହୋଇଥିଲି। ଆଜି ମୁଁ ସେହି ଟ୍ରମ୍ପ୍‌ଙ୍କୁ ହରାଇବା ପାଇଁ ରାଷ୍ଟ୍ରପତି ପଦ ଦୌଡ଼ରୁ ଓହରିଯାଉଛି। କାରଣ ମୁଁ ଭଲ ଭାବେ ଜାଣିଛି ଯେ, ଦୌଡ଼ରେ ଲକ୍ଷ୍ୟ ହାସଲ ଅଧିକ କଠିନ ହୋଇପଡ଼ିବ ବୋଲି ବ୍ଲୁମ୍‌ବର୍ଗ ନିଜ ସମର୍ଥକମାନଙ୍କୁ ଇ-ମେଲ୍‌ କରି ଜଣାଇଥିଲେ। ଏହାର କିଛି ମିନିଟ ପରେ ସେ ଜୋ ବିଡେନଙ୍କ ପ୍ରାର୍ଥତ୍ତ୍ୱକୁ ସମର୍ଥନ ଘୋଷଣା କରିଥିଲେ। ବିଡେନଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କରିବା ଲାଗି ସେ କାର୍ଯ୍ୟ କରିବେ ବୋଲି ଏକ ବିବୃତିରେ କହିଛନ୍ତି। ପ୍ରଚାର ବେଳେ ୫୦୦ ବିଲିୟନ୍‌ ଡଲାରୁ ଊର୍ଦ୍ଧ୍ୱ ଖର୍ଚ୍ଚ କରିଥିବା ବ୍ଲୁମବର୍ଗ ‘ସୁପର ଟ୍ୟୁଜ୍‌ଡେ’ର ଆମେରିକାନ୍‌ ସାମୋଆରେ ଆଗରେ ଥିବାବେଳେ ତାଙ୍କ ପ୍ରଦର୍ଶନକୁ ଟ୍ରମ୍ପ୍‌ ଟ୍ରୋଲ୍‌ କରିଥିଲେ। ବିଳମ୍ବରେ ଦୌଡ଼ରେ ପ୍ରବେଶ କରିଥିବା ଏହି କୋଟିପତି ବ୍ୟବସାୟୀ ଶେଷରେ ବ୍ୟୟବହୁଳ ପ୍ରତିଦ୍ୱନ୍ଦ୍ୱିତାରୁ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri