ଦ୍ରୁତ ଗତିରେ ଚାଲିଛି ବାଲିଗୁଡ଼ା ରଥକାମ

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): ରଥଯାତ୍ରା ଉପଲକ୍ଷେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମଧ୍ୟ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥ ନିର୍ମାଣ କାର୍ଯ୍ୟ ଜଗନ୍ନାଥ ମନ୍ଦିର ନିକଟ ଜଗନ୍ନାଥ ମାର୍କେଟ ପରିସର ମଧ୍ୟରେ ଦ୍ରୁତ ଗତିରେ ଚାଲିଛି। ଏହି ପରିପ୍ରେକ୍ଷୀରେ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହେବା ସହ ଏକ ଧାର୍ମିକ ପରିବେଶ ସୃଷ୍ଟି ହୋଇଛି। ରଥଯାତ୍ରାଠାରୁ ବାହୁଡ଼ା ପର୍ଯ୍ୟନ୍ତ ଯାତ୍ରାକୁ କିପରି ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରାଯିବ ସେ ନେଇ ପୂର୍ବରୁ ପ୍ରସ୍ତୁତି ବୈଠକରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବ୍ୟକ୍ତି ବିଶେଷ ତଥା ଟ୍ରଷ୍ଟର ସଦସ୍ୟମାନଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ତିନୋଟି ରଥରେ ରଙ୍ଗିନ୍‌ ସାଜସଜ୍ଜା କାର୍ଯ୍ୟରେ ବାଲିଗୁଡ଼ା ନୂଆସାହିର ଦକ୍ଷ କାରିଗରମାନେ ଲାଗିପଡ଼ିଛନ୍ତି। ଦୁଇତିନି ଦିନ ମଧ୍ୟରେ କାର୍ଯ୍ୟ ଶେଷ ହୋଇଯିବ ବୋଲି କାରିଗରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri