Posted inଜାତୀୟ

ଦ୍ୱିତୀୟ ଇନିଂସ୍‌ର ୪ର୍ଥ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଇ-ସିଗାରେଟ୍‌ଠାରୁ ଦୂରେଇ ରହିବାକୁ ମୋଦି ଦେଲେ ପରାମର୍ଶ

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ର ୪ର୍ଥ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହୋଇଛି। ପ୍ରଧାନମନ୍ତ୍ରୀ ନବରାତ୍ର ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହା ସହିତ ଆଗକୁ ଆସୁଥିବା ଗରବା, ଦୁର୍ଗାପୂଜା,ଦୀପାବଳି, ଛଟ୍‌ପୂଜା ଆଦି ପର୍ବ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଲତା ମଙ୍ଗେସକରଙ୍କ ୯୦ତମ ଜନ୍ମଦିନ ଲାଗି ସେ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହା ସହିତ ପ୍ରଧାନନ୍ତ୍ରୀ ଇ-ସିଗାରେଟ୍‌ଠାରୁ ଦୂରେଇ ରହିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଏହା କ୍ଷତି କାରକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri