Posted inଜାତୀୟ

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରଧାମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବହୁ ରାଷ୍ଟ୍ରମୁଖ୍ୟ, ଶାସନ ମୁଖ୍ୟ, ଶମ୍ବିଧାନ ବିଶେଷଜ୍ଞ ଓ କୂଟନୈତୀଜ୍ଞମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri