Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜରେ ଲାଭବାନ ହେବେ ଚାଷୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଏହାଦ୍ୱାରା ଚାଷୀମାନେ ଲାଭବାନ ହେବେ ବୋଲି ଜଣାପଡିଛି। ନାବାର୍ଡ ସାହାଯ୍ୟରେ ଚାଷୀଙ୍କୁ ୩୦,୦୦୦ କୋଟିର ଅତିରିକ୍ତ ସହାୟତା ପ୍ରଦାନ କରାଯାଉଛି ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ୱାରା ୩ କୋଟି କ୍ଷୁଦ୍ର ଓ ମଧ୍ୟମ ଚାଷୀ ଉପକୃତ ହେବେ ବୋଲି ସେ କହିଛନ୍ତି। ଏହାସହ କମ୍ପାନସେଟୋରୀ ଆଫରଷ୍ଟେଶନ ମ୍ୟାନେଜମେଣ୍ଟ ଆଣ୍ଡ ପ୍ଲାନିଙ୍ଗ ଅଥରିଟି( ସିଏଏମ୍‌ପିଏ)ଫଣ୍ଡ ମାଧ୍ୟମରେ ୬୦୦୦ କୋଟି ଟଙ୍କାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହାଫଳରେ ଆଦିବାସୀ ଏବଂ ଜନଜାତି ଗୋଷ୍ଠୀଙ୍କ ପାଖରେ ସିଧାସଳଖ ଟଙ୍କା ପହଞ୍ଚିପାରିବ। ୨୦୧୭ରେ ବାର୍ଷିକ ୬-୧୮ ଲକ୍ଷ ଟଙ୍କା ରୋଜଗାର କରୁଥିବା ଲୋକଙ୍କ ପାଇଁ ମିଡିଲ ଇନକମ ଗ୍ରୁପ କ୍ରେଡିଟ ଲିଙ୍କ ସବସିଡି ଯୋଜନା ଆରମ୍ଭ କରାଯାଇଥିଲା। ଏହାକୁ ୩୧ ମାର୍ଚ୍ଚ ୨୦୨୦ ପର୍ଯ୍ୟନ୍ତ ରଖାଯାଇଥିଲା। ବର୍ତ୍ତମାନ ଏହାକୁ ମାର୍ଚ୍ଚ ୨୦୨୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଉଛି। ଏହାଦ୍ୱାରା ୨.୫ ଲକ୍ଷ ଲୋକ ଲାଭ ପାଇବେ। ହକର, ବୁଲା ବିକାଳୀ ଏବଂ ହସ୍ତତନ୍ତ କାରିଗରଙ୍କ ପାଇଁ ୫୦୦୦ ହଜାର କୋଟି ଟଙ୍କା ସୁବିଧା ରହିଛି। ଯେଉଁମାନେ ଡିଜିଟାଲ ପେମେଣ୍ଟ କରୁଛନ୍ତି ସେମାନଙ୍କୁ ପୁରସ୍କୃତ କରାଯିବ। ଏହାଦ୍ୱାରା ୫୦ ଲକ୍ଷ ଲୋକ ଉପକୃତ ହେବେ। ମୁଦ୍ରା ଶିଶୁ ଲୋନ ନେଇଥିବା ବ୍ୟକ୍ତିମାନଙ୍କୁ ୧୫ ଶହ କୋଟି ଟଙ୍କାର ଲାଭ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri