ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି । ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ ପାଣିଗ୍ରାହୀ, ଉପସଭାପତି ବୀରେନ୍ଦ୍ର କୁମାର ନାୟକ, ସମ୍ପାଦକ ମହେନ୍ଦ୍ରନାଥ ମହାପାତ୍ର, ପଦ୍ମଲୋଚନ ସାହୁ, ହରିନାରାୟଣ ପଣ୍ଡା, ଦୀନବନ୍ଧୁ ପାଢୀ ପ୍ରମୁଖ ଏହି ଅର୍ଥରାଶିକୁ ବିଡିଓ ଡ. ନରହରି ବେହେରାଙ୍କୁ ପ୍ରଦାନ କରିଥିଲେ । ସେହିପରି ମାର୍କୋଣା ସରସ୍ବତୀ ଶିଶୁ ମନ୍ଦିରର ନବମ ଶ୍ରେଣୀର ଛାତ୍ରୀ ଅଭିପ୍ସା ମିଶ୍ର ନିଜ ସଞ୍ଚିତ ରାଶି ୧୧ଶହ ୨ଟଙ୍କା ବିଡିଓଙ୍କୁ ପ୍ରଦାନ କରିଛନ୍ତି । ମାର୍କୋଣା କାନାରା ବ୍ୟାଙ୍କର ପୂର୍ବତନ ଶାଖା ଅଧିକାରୀ ତଥା ମାର୍କୋଣା ଅଞ୍ଚଳର ତପନ କୁମାର ଦାସ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ହଜାର ଓ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୨ହଜାର ୧ଟଙ୍କା ପ୍ରଦାନ କରିଛନ୍ତି। ସେହିପରି କଟକ ବଡ ମେଡିକାଲର ଅବସରପ୍ରାପ୍ତ ବରିଷ୍ଠ ଷ୍ଟାଫନର୍ସ ତଥା ମାର୍କୋଣା ଅଞ୍ଚଳର ଜୟନ୍ତୀରାଣୀ ପାଢୀ ଓ ତାଙ୍କ ସ୍ବାମୀ ବରିଷ୍ଠ ଖବରଦାତା ଓ ସାମାଜିକ କର୍ମୀ ହରିଶଚନ୍ଦ୍ର ସ ଉଭୟ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ମୋଟ ୨୪ହଜାର ୨ଶହ ୨୨ଟଙ୍କା ସହାୟତା ରାଶି ପ୍ରଦାନ କରିଛନ୍ତି ା ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ ଜନସାଧାରଣଙ୍କ ପକ୍ଷରୁ ୧ଲକ୍ଷ ୫ହଜାର ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ପ୍ରଦାନ କରାଯାଇଛି ା
Posted inଆମ ଜିଲା ଖବର, ବାଲେଶ୍ୱର View All
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
ପୂର୍ବତନ ବିଧାୟକ, ପୂର୍ବତନ ଏମ୍ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ
ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…
ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…
ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ
ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…
ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ
ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…
Archives

