Posted inଖେଳ

ଦ୍ୱିତୀୟ ବିବାହ କରିଛନ୍ତି ଏହିସବୁ ଭାରତୀୟ ଖେଳାଳି

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ। କ୍ରିକେଟରଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ବିବାହ ପରେ ମଧ୍ୟ ପ୍ରେମରେ ପଡିଛନ୍ତି। ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ନିଜ ପ୍ରେମିକାଙ୍କୁ ବିବାହ କରିଥିଲେ।

ଦିନେଶ କାର୍ତ୍ତିକ
ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ପ୍ରଥମେ ପିଲାଦିନର ବନ୍ଧୁ ନିକିତାଙ୍କୁ ବିବାହ କରିଥିଲେ। ପରେ ସାଥୀ ଖେଳାଳି ମୂରଲି ବିଜୟ ନିକିତାଙ୍କ ପ୍ରେମରେ ପଡିଥିଲେ। ଏହା ଜାଣିବା ପରେ ଦିନେଶ ନିକିତାଙ୍କୁ ଛାଡପତ୍ର ଦେଇ ସ୍କ୍ବାସ ଖେଳାଳି ଦୀପିକା ପାଲିକଲଙ୍କୁ ଦ୍ୱିତୀୟ ବିବାହ କରିଥିଲେ।

 

ମହମ୍ମଦ ଆଜାରୁଦ୍ଦିନ
ଭାରତୀୟ କ୍ରିକେଟ ଦଳର ସଫଳ ଖେଳାଳି ମହମ୍ମଦ ଆଜାରୁଦ୍ଦିନ ପ୍ରଥମେ ନଉରିନ୍ଙ୍କୁ ବିବାହ କରିଥିଲେ। ଉଭୟଙ୍କର ୨ଟି ସନ୍ତାନ ମଧ୍ୟ ଅଛନ୍ତି। ପରେ ଅଭିନେତ୍ରୀ ସଙ୍ଗୀତା ବିଜଲାନୀଙ୍କୁ ପ୍ରେମ କରି ବସିଥିଲେ ଆଜାରୁଦ୍ଦିନ। ୧୯୯୬ରେ ନଉରିନ୍ଙ୍କୁ ଛାଡପତ୍ର ଦେଇ ସଙ୍ଗୀତାଙ୍କୁ ବିବାହ କରିଥିଲେ। କିନ୍ତୁ ୨୦୧୦ରେ ସଙ୍ଗୀତାଙ୍କୁ ମଧ୍ୟ ଛାଡପତ୍ର ଦେଇଥିଲେ ଆଜାରୁଦ୍ଦିନ। ପରେ ତାଙ୍କ ନାମ ବ୍ୟାଡମିଣ୍ଟନ ଖେଳାଳି ଜ୍ୱାଳା ଗୁଟ୍ଟାଙ୍କ ସହ ଯୋଡାଯାଇଥିଲା।

ଜାଭାଗଲ ଶ୍ରୀନାଥ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ପେସ ବୋଲର୍‌ ଜାଭାଗଲ ଶ୍ରୀନାଥ ପ୍ରଥମେ ଜୋସ୍ନା ନାମକ ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ୨୦୮୮ରେ ସେ ତାଙ୍କୁ ଛାଡପତ୍ର ଦେଇ ସାମ୍ବାଦିକା ମାଧବୀ ପତ୍ରାଭାଲୀଙ୍କୁ ବିବାହ କରିଥିଲେ।

ବିନୋଦ କାମ୍ବଲୀ
କ୍ରିକେଟର ବିନୋଦ କାମ୍ବଲୀ ନୋଏଲା ଲିଓ୍ବିସ୍ଙ୍କୁ ୧୯୯୮ରେ ବିବାହ କରିଥିଲେ। ପରେ ତାଙ୍କୁ ଛାଡପତ୍ର ଦେଇ ମଡେଲ ଆଣ୍ଡ୍ରିଆ ହଓ୍ବେିଟ୍ଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?