ଦ୍ୱିତୀୟ ବିବାହ ହୋଇ ପ୍ରଥମ ସ୍ତ୍ରୀଙ୍କୁ ନିର୍ଯାତନା

ଜୟପୁର,୨୮ା୬ (ନି.ପ୍ର.): ଦ୍ୱିତୀୟ ସ୍ତ୍ରୀ ଗ୍ରହଣ କରି ସ୍ବାମୀ ପ୍ରଥମ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ନେଇ ମହିଳା ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗ ମୁତାବକ, ସୁନାବେଡାର ଅଞ୍ଜୁ ଖରା ୧୩ ବର୍ଷ ତଳେ ମନୋଜ ଖରାଙ୍କୁ ବିବାହ କରିଥିଲେ। ହେଲେ ୬ ମାସ ହେଲା ମନୋଜ ଦ୍ୱିତୀୟ ସ୍ତ୍ରୀ ଗ୍ରହଣ କରି ତାଙ୍କୁ ନିର୍ଯାତନା ଦେଉଛନ୍ତି। ଏପରିକି ତାଙ୍କୁ ଓ ତାଙ୍କର ୩ ସନ୍ତାନଙ୍କୁ ମନୋଜ ଏବଂ ତାଙ୍କ ପରିବାର ଲୋକେ ଘରୁ ବାହାର କରି ଦେଇଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ଅଞ୍ଜୁଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ୫ଜଣଙ୍କ ନାମରେ ମାମଲା ରୁଜୁ କରିଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ମମତା ପାଣିଗ୍ରାହୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri