ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ପ୍ରଖ୍ୟାତ ମଡେଲ ତଥା ବଲିଉଡ ଅଭିନେତ୍ରୀ ଲିଜା ହେଡେନ ପୁଣିଥରେ ମା’ ହେବାକୁ ଯାଉଛନ୍ତି। ଇନଷ୍ଟାଗ୍ରାମ ଜରିଆରେ ନିଜେ ଏହାର ଖୁଲାସା କରିଛନ୍ତି ଲିଜା। ଗର୍ଭବତୀ ଥିବା ଫଟୋ ମଧ୍ୟ ସେ ନିଜ ଫ୍ୟାନଙ୍କ ସହ ଶେୟାର କରିଛନ୍ତି। ଏକ ସୁସ୍ଥ ସନ୍ତାନ ଜନ୍ମ ଦେବା ପାଇଁ ଓ୍ବାର୍କଆଉଟ୍‌ କରିବା ସହ ନିଜ ଡାଏଟ୍‌ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ରଖିଛନ୍ତି। ସେ ନିଜ ଫଟୋ ଛାଡିବାର ୩ ଘଣ୍ଟା ମଧ୍ୟରେ ହଜାର ସଂଖ୍ୟାରେ ଲାଇକ୍‌ ଏବଂ ଶେୟାର କରାଯାଇଛି। ଏତେ କମ୍‌ ସମୟରେ ଦ୍ୱିତୀୟଥର ମା’ ହୋଇ ଲିଜା ନିଜକୁ ଏତେ ଫିଟ୍‌ ରଖିଥିବା ଦେଖି ତାଙ୍କ ଫ୍ୟାନ୍‌ ଆଶ୍ଚର୍ଯ୍ୟ ହୋଇଛନ୍ତି। ପୂର୍ବରୁ ଲିଜାଙ୍କ ଜ୍ୟାକ୍‌ ଲାଲଓ୍ବାନୀ ନାମରେ ଏକ ଏକ ପୁଅ ଅଛି। ଆୟଶା ଏବଂ କୁଇନ୍‌ ଭଳି ଚଳଚ୍ଚିତ୍ରରେ ଅଭିନୟ କରି ଲିଜା ବଲିଉଡରେ ଲୋକପ୍ରିୟତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ଅନୁମତି ଆବାସିକ, ଚାଲିଛି ବେପାର

ଭୁବନେଶ୍ୱର,୧୬ା୭(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଧୁନିକ ସହର ସ୍ବପ୍ନ ଦେଖୁଛି। ରାଜଧାନୀବାସୀଙ୍କୁ ଉନ୍ନତ ଜୀବନଶୈଳୀ ଯୋଗାଇଦେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଉଛି। ହେଲେ ବିଏମ୍‌ସି…

ଏସ୍‌ଆଇଆର୍‌ରେ ୨୭ ଲକ୍ଷ ଭୋଟରଙ୍କ ନାମ କଟିଛି: ବିଜେଡି

ଭୁବନେଶ୍ୱର,୧୬।୭(ସୁନିତ୍‌ ମିଶ୍ର): ଏସ୍‌ଆଇଆର ପ୍ରକ୍ରିୟାକୁ ନେଇ ବିଜେଡି ପକ୍ଷରୁ ଏକ ପ୍ରତିନିଧିମଣ୍ଡଳୀ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଏଥିରେ ନୂତନ ଭୋଟର…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri