Posted inଖେଳ

ଦ୍ୱିଶତକରୁ ଅଳ୍ପକେ ବଞ୍ଚିତ ହେଲେ ଡୁ’ପ୍ଲେସି

ସେଞ୍ଚୁରିଅନ୍‌, ୨୮ା୧୨: ଶ୍ରୀଲଙ୍କା ବିପକ୍ଷରେ ସ୍ଥାନୀୟ ସୁପର ସ୍ପୋର୍ଟ ପାର୍କରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ମାତ୍ର ୧ ରନ୍‌ରେ ଦ୍ୱିଶତକରୁ ବଞ୍ଚତ୍ତ ହୋଇଛନ୍ତି ଦକ୍ଷିଣ ଆଫ୍ରିକାର ବରିଷ୍ଠ ବ୍ୟାଟ୍ସମ୍ୟାନ ଫାପ ଡୁ’ପ୍ଲେସି। ୧୯୯ ରନ୍‌ କରି ଖେଳୁଥିବାବେଳେ ଡୁ’ପ୍ଲେସି ଦୁର୍ଭାଗ୍ୟବଶତଃ ଓ୍ବାଇଣ୍ଡୁ ହାସରଙ୍ଗାଙ୍କ ବଲରେ ଦିମୁଥ କରୁଣାରତ୍ନେଙ୍କ ହାତରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ଶ୍ରେଷ୍ଠ ଇନିଂସ। ତାଙ୍କ ଏହି ପାଳିରେ ସାମିଲ ଥିଲା ୨୪ ଚୌକା। ଡୁ’ପ୍ଲେସିଙ୍କ ଇନିଂସ ଯୋଗୁ ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ତା’ର ପ୍ରଥମ ଇନିଂସରେ ୨୨୫ ରନର ବୃହତ୍‌ ଅଗ୍ରଣୀ ଲାଭ କରିଛି। ଜବାବରେ ଭ୍ରମଣକାରୀ ଦଳ ସୋମବାର ଖେଳ ଶେଷ ସୁଦ୍ଧା ୨ ଉଇକେଟ ହରାଇ କରିଛି ୬୫ ରନ। ପ୍ରଥମ ଇନିଂସରେ ଶ୍ରୀଲଙ୍କା ଦଳ ୩୯୬ କରିଥିବାବେଳେ ଘରୋଇ ଦକ୍ଷିଣ ଆଫ୍ରିକା ୬୨୧ରେ ଅଲଆଉଟ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶରୀରର କେଉଁ କେଉଁ ଭାଗରେ ଥିବା କଳାଜାଇ ଖୋଲେ ପୂର୍ୱଜନ୍ମର ରହସ୍ୟ, ସତ ଜାଣିଲେ…

ଲୋକଙ୍କ ଶରୀରରେ ବାର୍ଥମାର୍କ ରହିଥାଏ। ଏହାକୁ ଏକ ସାଧାରଣ ଘଟଣା ବୋଲି ବିବେଚନା କରାଯାଏ, କିନ୍ତୁ ଏହି ଚିହ୍ନଗୁଡ଼ିକର ଜ୍ୟୋତିଷଶାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ରହିଛି। ଜଣେ...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri