ଧନ୍ୟବାଦ ଦେଲେ ଶିଖ୍‌ ପ୍ରତିନିଧି

ହ୍ୟୁଷ୍ଟନ,୨୩ା୯(ପି.ଟି.): ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୫୦ ଜଣିଆ ଶିଖ୍‌ ପ୍ରତିନିଧି ଦଳ ଶନିବାର ହ୍ୟୁଷ୍ଟନରେ ଭେଟିଛନ୍ତି। କଳାତାଲିକାରୁ ୩୦୦ରୁ ଊର୍ଦ୍ଧ୍ୱ ଶିଖ୍‌ଙ୍କ ନାଁ ବାଦ୍‌ ଦିଆଯାଇଥିବାରୁ ଏଥିପାଇଁ ସେମାନେ ମୋଦିଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ସେମାନେ ମୋଦିଙ୍କୁ ପାରମ୍ପରିକ ଶିରୋପା ଭେଟି ଦେଇଥିଲେ। ଶିଖ୍‌ ରାଜନୈତିକ ଶରଣାର୍ଥୀମାନଙ୍କୁ ଭିଜା ଓ ପାସ୍‌ପୋର୍ଟ ସେବା ଯୋଗାଇଦେବା ଲାଗି ସେମାନେ ମୋଦିଙ୍କୁ ଅନୁରୋଧ କରିଥିଲେ। ଗତ ସପ୍ତାହରେ କେନ୍ଦ୍ର ସରକାର କଳାତାଲିକାରୁ ବିଦେଶରେ ଥିବା ୩୧୨ ଜଣ ଶିଖ୍‌ଙ୍କ ନାଁ ହଟାଇଦେଇଥିଲେ। ଫଳରେ ସେମାନେ ଭାରତ ଫେରିବାର ସୁଯୋଗ ପାଇବେ। ଶିଖ୍‌ ସମ୍ପ୍ରଦାୟ ସହ ଆଲୋଚନାରେ ସେ ବହୁତ ଖୁସି ବୋଲି ମୋଦି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri