ଧରା ପଡ଼ିଲେ ପାକିସ୍ତାନର ଦୁଇ ଗୁପ୍ତଚର

ଓ୍ବାଶିଂଟନ,୮।୪: ପାକିସ୍ତାନର ଗୁପ୍ତଚର(ସ୍ପାଇ) ସଂସ୍ଥା ଆଇଏସ୍‌ଆଇର ଦୁଇ ସଦସ୍ୟ ଆମେରିକାର ଓ୍ବାଶିଂଟନରେ ଧରା ପଡ଼ିଛନ୍ତି। ସେମାନେ ଆମେରିକାର ଇଣ୍ଟେଲିଜେନ୍ସ ଏବଂ ସିକ୍ୟୁରୁଟି ଆପାରାଟସ ସମେତ ରାଷ୍ଟ୍ରପତିଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ହାଇ ପ୍ରୋଫାଇଲ ସିକ୍ରେଟ ସର୍ଭିସରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ।

ଆରିଆନ ତାହେରଜାଦେ (୪୦) ଏବଂ ହାଇଦର ଅଲି (୩୫)ଙ୍କୁ ବୁରୁବାର ସାଉଥଇଷ୍ଟ ଓ୍ବାଶିଂଟନରୁ ଏଫ୍‌ବିଆଇ ଗିରଫ କରିଛି। ସେମାନଙ୍କ ବିରୋଧରେ ଆମେରିକାର ଜଣେ ଅଧିକାରୀଙ୍କ ମିଛ ପରିଚୟ ବ୍ୟବହାର କରିବା ଲାଗି ଗିରଫ କରାଯାଇଛି। ସିକ୍ରେଟ ସର୍ଭିସର ୪ ସଦସ୍ୟଙ୍କୁ ଛୁଟିରେ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡ଼ା,୧୯ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ମୁସୁକୁଲିସ୍ଥିତ ବୁଲାଣି ନିକଟରେ ରବିବାର ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ…

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ…

ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ

ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ):  ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ…

ଆମେରିକୀୟ ‘ଜଳଦସ୍ୟୁ’କୁ ମୁକାବିଲା କରିବେ ଇରାନୀ ‘ମଶା’: ହର୍ମୁଜ ପ୍ରଣାଳୀରେ ବିନାଶର ପର୍ଯ୍ୟାୟ ପ୍ରସ୍ତୁତ…

ତେହରାନ,୧୯।୪: ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଘୋଷଣା କରିଥିଲେ ଯେ ଆମେରିକା ଇରାନ ନୌସେନାକୁ ସମ୍ପୂର୍ଣ୍ଣ ଭାବରେ ନଷ୍ଟ କରିଦେଇଛି। ଆମେରିକା ଦ୍ୱାରା ଆରମ୍ଭ ହୋଇଥିବା ଆକ୍ରମଣରେ,…

ଇଟାଲୀରେ ଦୁଇ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ଗୁରୁଦ୍ୱାର ବାହାରେ….

ନୂଆଦିଲ୍ଲୀ,୧୯।୪: ଇଟାଲୀରେ ଦୁଇଜଣ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ଇଟାଲୀର କୋଭୋ ସହରରେ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri