ଧରାକୋଟ ଜଗନ୍ନାଥ ମନ୍ଦିର: ସ୍ନାନବେଦୀରେ ଠାକୁରଙ୍କୁ ଦେଖିପାରିବେନି ଭକ୍ତ

ଧରାକୋଟ,୪ା୬(ଡି.ଏନ.ଏ.)- ମହାମାରୀ କରୋନା ପାଇଁ ବିଭିନ୍ନ ମନ୍ଦିରର ଶହଶହ ବର୍ଷର ପରମ୍ପରା ଭାଙ୍ଗିଛି। ଧରାକୋଟ ଜଗନ୍ନାଥ ମନ୍ଦିରରେ ଶୁକ୍ରବାର ହେବାକୁ ଥିବା ସ୍ନାନପୂର୍ଣ୍ଣିମାରେ ଏଥର ସ୍ନାନବେଦୀରେ ୩ ଠାକୁରଙ୍କୁ ଦେଖିପାରିବେନି ଭକ୍ତ। ବିଧି ମୁତାବକ ସୀମିତସଂଖ୍ୟକ ସେବାୟତ ତିନି ଠାକୁରଙ୍କୁ ପହଣ୍ଡି ବିଜେ କରି ସ୍ନାନବେଦୀକୁ ନେବେ। ସୁନା କୁଅରୁ ୧୦୮ ଗରା ଜଳ ଓ ପଇଡ଼ ପାଣି ଦ୍ୱାରା ଶ୍ରୀଜୀଉଙ୍କୁ ସ୍ନାନ କରାଯିବ। ପରେ ହାତୀବେଶରେ ସଜ୍ଜିତ କରି ଅଣସର ଘରକୁ ବିଜେ କରାଯିବ। ଅଣସର ପଟ୍ଟଚିତ୍ର ନେତ୍ର ଉତ୍ସବ ପର୍ଯ୍ୟନ୍ତ ପୂଜା ପାଇବେ। ଏହା ମଧ୍ୟରେ ଠାକୁରମାନେ ଅନ୍ନଭୋଗ ଛାଡ଼ି ଗଜାମୁଗ ଫ ଫଳ ଆହାର କରିବେ। ସ୍ନାନ ଯାତ୍ରାକୁ ଶୃଙ୍ଖଳିତ କରିବାକୁ ଦେବୋତ୍ତର ବିଭାଗ ଗୁମସ୍ତା ଅଶୋକ କୁମାର ଗୌଡ଼ ସ୍ଥାନୀୟ ଥାନାଧିକାରୀଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି। ଏ ସମ୍ପର୍କରେ ଥାନାଧିକାରୀ ସହଦେବ ମହାପାତ୍ର କହିଛନ୍ତି ପୁରୀରେ ପୋଲିସ ପ୍ରଶାସନ ଉପସ୍ଥିତିରେ ଯେପରି ସ୍ନାନଯାତ୍ରା ହେଉଛି, ଧରାକୋଟରେ ମଧ୍ୟ ସେପରି ହେବ। ଭକ୍ତମାନେ ଏହି ଖବର ପାଇ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

କ୍ଷଣିକରେ ଖୁସି ପାଲଟିଲା ଦୁଃଖ, ରୋଟାଭେଟରରେ କାଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ

ନୀଳଗିରି,୧୬।୬(ପ୍ରଶାନ୍ତ କୁମାର ବିଶ୍ବାଳ): ରୋଟାଭେଟରରେ କାଟି ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ନୂଆ ରୋଟାଭେଟର ଆଣି ଖୁସିରେ ଟ୍ରାଏଲ କରିବା ପରେ ବନ୍ଦକରିବାକୁ ଯାଇ…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri