ଧରାକୋଟ ବ୍ଲକ ନକଲି ସାର୍ଟିଫିକେଟ୍‌ରେ ନିଯୁକ୍ତି; ଧରାପଡ଼ିଲେ ଆଉ ୩ ଶିକ୍ଷକ

ବ୍ରହ୍ମପୁର ଅଫିସ୍‌,୭ା୧୧-ନିଯୁକ୍ତି ବେଳେ ନକଲି ସାର୍ଟିଫିକେଟ୍‌ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ।
ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଆଉ ୩ ଜଣ ଶିକ୍ଷକ ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଛନ୍ତି। ବୁଧବାର ଏନେଇ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ନାମ ପ୍ରକାଶ କରାଯାଇନାହିଁ, ପରିଚୟ ଲୁଚାଇ ରଖାଯାଇଛି । ଧରା ପଡ଼ିଥିବା ସମସ୍ତ ୩ଜଣ ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ଧରାକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଧରାକୋଟ ବ୍ଲକର ଜଣେ ଶିକ୍ଷୟିତ୍ରୀ ଏବଂ ଅନ୍ୟ ୩ ଶିକ୍ଷକ ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଛନ୍ତି। ସେମାନଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି। ଫଳରେ ବ୍ଲକରେ ନକଲି ସାର୍ଟିଫିକେଟ୍‌ ଦେଇଥିବା ଶିକ୍ଷକଙ୍କ ସଂଖ୍ୟା ୭ରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri