ଧରାପଡ଼ିଲେ ଡକାୟତ, ବନ୍ଧୁକ ଓ ଭୁଜାଲି ଜବତ

ତିହିଡ଼ି,୨୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ତାଳପଦା ଗ୍ରାମରୁ ତିହିଡ଼ି ପୋଲିସ ଶୁକ୍ରବାର ରାତିରେ ଜଣେ ଡକାୟତଙ୍କୁ ଧରିଛି। ସେହି ଡକାୟତଙ୍କ ନାଁ ଦୀପକ ନାୟକ ଓରଫ କାଳିଆ। ପୋଲିସ ତାଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ଭୁଜାଲି ଜବତ କରିଛି। ଗତ ତା ୨୦.୧.୧୯ରେ ବାରୋ-ବିଲଣା ରାସ୍ତାରେ ଜଣେ ସୁନା ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍‌ କରିବା ଘଟଣାର ତଦନ୍ତ କରି ପୋଲିସ ତାଙ୍କୁ ଧରିଛି। ଏଥିସହ କାଳିଆ ବିଭିନ୍ନ ଅଞ୍ଚଳରେ ୯ଟି ଡକାୟତି ଓ ଚୋରି ସହ ସମ୍ପୃକ୍ତ ଥିବା ଜଣାପଡ଼ିଛି। ପୋଲିସ କାଳିଆଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ତାମିଲନାଡୁ ସରକାରଙ୍କ କଡ଼ା ନିର୍ଦ୍ଦେଶ: CJP ଆନ୍ଦୋଳନରେ ସାମିଲ ହୋଇପାରିବେନି ଛାତ୍ରୀଛାତ୍ର

ଚେନ୍ନାଇ,୧୯ା୮: ତାମିଲନାଡୁ ସରକାର ବୁଧବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। CJP ଆନ୍ଦୋଳନରେ କୌଣସି ଛାତ୍ରୀଛାତ୍ର ସାମିଲ ହୋଇପାରିବେନି ବୋଲି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri