ଧରାପଡ଼ିଲେ ନିଶାସକ୍ତ ୨ ଗାଡ଼ି ଚାଳକ

ଗୋପାଳପୁର,୨୪ା୧୧: ଗୋଳନ୍ଥରା ଥାନା ପୋଲିସ ରଣ୍ଢା, ଚିକରଡ଼ା ରାସ୍ତାରେ ଶୁକ୍ରବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ୨ ଚାଳକଙ୍କୁ ଅଟକାଇଥିଲା। ବ୍ରେଥ୍‌ ଆନାଲାଇଜର ମେଶିନରେ ପରୀକ୍ଷା କରାଯିବାରୁ ପଞ୍ଚମା ଓ ଢେପନୂଆପଡ଼ା ଗ୍ରାମର ଏହି ଚାଳକ ମଦ ପିଇଥିବା ଜଣାପଡ଼ିଥିଲା। ଶନିବାର ଏ ନେଇ ପୋଲିସ ନଂ.୪୪, ୪୫/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଦ୍ୱୟଙ୍କୁ ଅପରାହ୍ନରେ କୋର୍ଟଚାଲାଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍‌ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri