ଧରାହେଲେ ନିଶାଶକ୍ତ ଗାଡ଼ି ଚାଳକ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସହ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କୁ ଜୋରଦାର ଧରପଗଡ଼ କରାଯାଉଛି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ ପ୍ରତିଦିନ ଯୁବ ସବଇନ୍ସପେକ୍ଟର ଅନିଲ କୁମାର ଦେବତ୍ତା, ସୌମ୍ୟରଜଂନ ଜେନା ବିଭିନ୍ନ ଛକରେ ବ୍ଳକିଂ କରି ଯାନବାହନ ଯାଞ୍ଚ କରୁଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ୩ ଜଣ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖିବା ସହ ମେଡିକଲ୍‌ ଟେଷ୍ଟ କରାଯାଇଛି। ସେମାନଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଜଣାପଡିଛି ା ସୁଚନାଯୋଗ୍ୟ ଯେ, ଏବେ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ସପ୍ତାହକ ମଧ୍ୟରେ ପ୍ରାୟ ୨୦ଜଣ ନିଶାଶକ୍ତ ଚାଳକଙ୍କୁ ପୋଲିସ ଧରିସାରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

ଗଞ୍ଜାମ,୧୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସିପିଆଇଏମ୍‌ ନେତା ଦିଲୀପ ଛୋଟରାୟଙ୍କ ମା’ ଅନୁଛାୟା ଛୋଟରାୟ (୮୫)ଙ୍କ ରବିବାର ନୀଳାଦ୍ରିପୁରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri