ଧରିତ୍ରୀ ଖବରକୁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ, ଖବରକାଗଜ ବିତରକଙ୍କ ପାଇଁ ପ୍ୟାକେଜ ଦାବି କଲେ

ବରଗଡ଼ ଅଫିସ୍‌,୧୭।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁ କରାଯାଇଛି । ଏଭଳି ସ୍ଥିତିରେ ଖବରକାଗଜ ବିତରକଙ୍କ ରୋଜଗାର ଠପ୍‌ ପଡ଼ି ଯାଇଛି । ଖବରକାଗଜ ବିତରଣ ଭଳି ଜୀବିକା ହରାଇ ବିତରକଙ୍କ ପରିବାର ଗୁଜୁରାଣ ମେଣ୍ଟାଇବା ସହିତ ଜୀବନ ଦୁର୍ବିସହ ହୋଇ ପଡ଼ିଛି । ଖବରକାଗଜ ବିତରକଙ୍କ ଏହି ସମସ୍ୟା ନେଇ ଧରିତ୍ରୀର ଶୁକ୍ରବାର ସଂସ୍କରଣରେ ଜୀବିକା ଛଡ଼ାଇ ନେଇଛି କରୋନା ଶୀର୍ଷକ ଏକ ଖବର ପ୍ରକାଶିତ ହୋଇଛି । ଏହି ଖବର ପଢ଼ିବା ପରେ ବରଗଡ଼ର ଜଣେ ସାମାଜିକ କର୍ମୀ ଦୀପା ବାରିକ ମାନବିକତା ଦୃଷ୍ଟିରୁ ସେମାନଙ୍କ ପରିବାର ପୋଷଣ ପାଇଁ ସରକାର ଖବରକାଗଜ ବିତରକଙ୍କ ପାଇଁ ଏକ ପ୍ୟାକେଜ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ଏ ନେଇ ସେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ବରଗଡ଼ ଜିଲାପାଳ ପ୍ରମୁଖଙ୍କୁ ଟୁଇଟ୍‌ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?