Posted inଖେଳ

ଧାଓ୍ବନ ଶୂନ୍ୟରେ ଆଉଟ; ଦିଲ୍ଲୀକୁ ହରାଇଲା ଜମ୍ମୁ-କଶ୍ମୀର

ସୁରଟ,୧୫।୧୧(ପି.ଟି.)- ଶିଖର ଧାଓ୍ବନ ତାଙ୍କର ପ୍ରଥମ ସୟଦ ମୁସ୍ତାକ ଅଲି ଟି୨୦ ମ୍ୟାଚ୍‌ରେ ଖାତା ଖୋଲିବାକୁ ସକ୍ଷମ ହୋଇ ନାହାନ୍ତି। ଦିଲ୍ଲୀକୁ ୮ ଉଇକେଟରେ ଜମ୍ମୁ-କଶ୍ମୀର ପରାସ୍ତ କରିଛି। ଏହା ଚଳିତ ଟୁର୍ନାମେଣ୍ଟରେ ଦିଲ୍ଲୀର ପ୍ରଥମ ପରାଜୟ। ନୀତୀଶ ରାଣାଙ୍କ ବିସ୍ଫୋରକ ୫୦ ରନ୍‌ ଯୋଗୁ ଦିଲ୍ଲୀ ଧାର୍ଯ୍ୟ ୨୦ ଓଭରରେ ୧୬୫ ରନ୍‌ କରିଥିଲା। ୩୦ ବଲ ଖେଳିଥିବା ରାଣାଙ୍କ ଇନିଂସରେ ଅଧା ଡଜନ ଛକା ସାମିଲ ଥିଲା। ଜବାବରେ ଜମ୍ମୁ-କଶ୍ମୀର ୧୫.୫ ଓଭରରେ ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ବିଜୟ ଦଳ ପାଇଁ ଶୁଭମ ଖଜୁରିଆ ୪୯, ଜତିନ ଓ୍ବାଧଓ୍ବାନ ୪୮ ଓ ମନଜୁର ଦାର ୫୮ ରନ୍‌ କରିଥିଲେ। ଏହା ଜମ୍ମୁ-କଶ୍ମୀର ଦଳର ପ୍ରଥମ ବିଜୟ। ୨୦୧୮ ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ଦାରଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଥିଲା। କିନ୍ତୁ ସେ ଖେଳିବାକୁ ସୁଯୋଗ ପାଇ ନ ଥିଲେ। ଗୁରୁବାର ଏଭଳି ଇନିଂସ ବଳରେ ଦାର କୌଣସି ଫ୍ରାଞ୍ଚାଇଜକୁ ଆକୃଷ୍ଟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

Video: ଦୁଇ ପତ୍ନୀଙ୍କ କଳହ ମଧ୍ୟରେ ବେହୋସ ହେଲେ ଫୁଟବଲ ପ୍ରଶିକ୍ଷକ, ଚେତା ଫେରିବା ପରେ ପ୍ରଥମ ପତ୍ନୀଙ୍କ ସହ କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୯।୮: ପ୍ରାୟତଃ, ଦୁଇଜଣଙ୍କ ମଧ୍ୟରେ ବିବାଦର ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତି କ୍ରସଫାୟାରରେ ଫସି ଯାଆନ୍ତି; କିନ୍ତୁ, ଯେତେବେଳେ ବିବାଦ ଜଣେ ପୁରୁଷଙ୍କ ଦୁଇ ସ୍ତ୍ରୀଙ୍କ…

କ୍ୟାମେରା ବୁଲିବା ମାତ୍ରେ ଖୋଲିଗଲା ଗମ୍ଭୀରଙ୍କ ‘ମାଷ୍ଟରପ୍ଲାନ’ର ରହସ୍ୟ! ଭାଇରାଲ ଭିଡିଓରେ ଦେଖାଗଲା…

ନୂଆଦିଲ୍ଲୀ, ୧୯।୮: ଗଲରେ ଲ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି…

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri