ଧାନ ଅଭାବୀ ବିକ୍ରି: ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧୭।୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ବିକ୍ରି ସମସ୍ୟା ସମାଧାନ ନ ହେବାରୁ ପୁଣି ଚାଷୀମାନେ ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛନ୍ତି । ସକାଳେ ଶତାଧିକ ଚାଷୀ ଅଇଁଠାପାଲି ଥାନା ବରେଇପାଲି ମାର୍କେଟ ଛକର ୫୫ ନଂ. ଜାତୀୟ ରାଜପଥକୁ ଅବରୋଧ କରିବା ସହ ଧାନଗାଡ଼ି ରଖି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଟୋକନ୍‌ ବ୍ୟବସ୍ଥାକୁ ବିରୋଧ, କୁଚିଣ୍ଡା ଉପଖଣ୍ଡରେ ଧାନ ପଡିରହିବା, ଧାନ ବିକ୍ରିପ୍ରାପ୍ୟ ଚାଷୀଙ୍କୁ ଠିକ୍‌ ଭାବରେ ନ ମିଳିବା ଆଦି ସମସ୍ୟା ନେଇ ସେମାନେ ଆନ୍ଦୋଳନ କରିଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଆଲୋଚନା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri