ଧାନ କାଟିବାକୁ ଆସି ବ୍ୟକ୍ତିଙ୍କ ଆତ୍ମହତ୍ୟା

ପଦ୍ମପୁର,୮।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କଶିଆ ସାମୁଦ୍ରିକ ଥାନା ଅଧିନସ୍ଥ ଗୋପବନ୍ଧୁ ନଗରଠାରେ ଜଣେ ବ୍ୟକ୍ତି ଶନିବାର ରାତିରେ ଏକ ଗଛରେ ଗାମୁଛା ସାହାଯ୍ୟରେ ଆତ୍ମହତ୍ୟା କରିଛନ୍ତି।
ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ଉତ୍ତଆମଡିଆର ୬ ଜଣ ଲୋକ ଗ୍ରାମର ପରିମଳ ଗିରିଙ୍କ ଘରକୁ ବୁଧବାର ଧାନ କାଟିବା ପାଇଁ ଆସିଥିଲେ। ମୃତକ ବାଦଲ ମାଣ୍ଡି(୪୮) ଏବଂ ତାଙ୍କ ସ୍ତ୍ରୀ ରାନୀ ଶନିବାର ରାତି ୯ଟାରେ ଖାଇପିଇ ପରିମଳଙ୍କ ଘରେ ଶୋଇଥିଲେ। ତେବେ ରବିବାର ସକାଳେ ଗ୍ରାମର ଗୌରହରି ପାତ୍ରଙ୍କ ପୋଖରୀ ହୁଡ଼ାରେ ଥିବା ଏକ ଗଛରେ ବାଦଲଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ଗ୍ରାମବାସୀ କଶିଆ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଥାନାଧିକାରୀ ବିଜୟ କୁମାର ମୁର୍ମୁ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏନେଇ ଥାନାରେ କେସ ନଂ. ୧୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri