ଧାନ ଫସଲ ଉଜାଡ଼ିଲେ ହାତୀପଲ

କାଳିଆପାଣି,୨୩ା୧୨ (ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଭାଲୁକିପାତଳା ଗ୍ରାମରେ ବୁଧବାର ରାତିରେ ଏକ ହାତୀ ପଲ ପସି ଧାନ ଫସଲ ନଷ୍ଟ କରିଛନ୍ତି। ହାତୀପଲ ଏକ ଛୁଆକୁ ଧରି ଧାନ ବିଲରେ ପସି ଧାନ ଖାଇଥିଲେ। ଫଳରେ ରାତି ତମାମ ଗ୍ରାମବାସୀ ହାତୀ ଘଉଡ଼ାଇଥିଲେ। ଛୁଆ ହାତୀ ରହିଥିବାରୁ ହାତୀ ପଲ ଗୁରୁବାର ସକାଳୁ ନିକଟ ଜଙ୍ଗଲକୁ ଚାଲିଯାଇଛନ୍ତି। ସୁକିନ୍ଦା ବନ ବିଭାଗ ପକ୍ଷରୁ ଏକ ଟିମ୍‌ ଭାଲୁକିପାତଳା ଗ୍ରାମ ନିକଟରେ ଜଗିଥିବା ବେଳେ କିଛି ଗ୍ରାମବାସୀ ମଧ୍ୟ ହାତୀ ପଲଙ୍କୁ ଜଗିଥିବା ଦେଖିବାକୁ ମିଳିଛି। କିଛିଦିନ ତଳେ ଯାଜପୁର ଓ ଢେଙ୍କାନାଳ ଜିଲା ସୀମାନ୍ତ ଭୁବନ ବ୍ଲକ ଅନ୍ତର୍ଗତ ଅନଳ ଗ୍ରାମରେ ହାତୀ ପଲ ଧାନ ଫସଲ ନଷ୍ଟ କରିବା ସହ ଗ୍ରାମରେ ପସିଯାଇଥିଲେ। ଏହାପରେ ହାତୀପଲ କାମାକ୍ଷାନଗର ବ୍ଲକ୍‌ ଅଞ୍ଚଳଚାଷୀଙ୍କ ଧାନ ଫସଲ ନଷ୍ଟ କରିବା ପରେ ଭୁବନ ବ୍ଲକର ଅନଳ, କୁନିଦା, କଅଁସରଗୋଡା, ବାରୁଆଁ ଓ ମଝିପାଳ ଅଞ୍ଚଳରେ ରାତି ତମାମ ଧାନ ଫସଲ ଖାଇବା ସହ ନଷ୍ଟ କରିଥିଲେ। ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri