ଧାନ ଫସଲରେ ହଳଦୀଗୁଣ୍ଡି ପୋକ: ଚିନ୍ତାରେ ଚାଷୀ

ଭାପୁର,୧୮ା୧୦(ଡି.ଏନ୍‌.ଏ.): ନୟାଗଡ଼ା ଜିଲା ଭାପୁର ବ୍ଲକ ଅଞ୍ଚଳରେ ସମ୍ପ୍ରତି ଧାନ ଫସଲରେ ପୋକ ଚାଷୀମାନଙ୍କୁ ଚିନ୍ତାରେ ପକାଇଛି। ବ୍ଲକରେ ଥିବା ୧୦ ହଜାର ଏକର ଚାଷଜମି ମଧ୍ୟରୁ ୭ ହଜାର ଏକର ଜମିରେ ଧାନଚାଷ ହୋଇଥିବାବେଳେ ୩ ହଜାର ଏକରରୁ ଊର୍ଦ୍ଧ୍ୱ ଜମି ପଡ଼ିଆ ପଡ଼ିଛି। ଅଧିକାଂଶ ଜମିରେ ସରକାରୀ ଧାନ ଚାଷ ହୋଇଛି। ହେଲେ ଥୋଡ଼ ହେବା ପୂର୍ବରୁ ଧାନ ଫସଲରେ ପୋକ ଲାଗିଛନ୍ତି। ହଳଦୀଗୁଣ୍ଡି, କାଣ୍ଡବିନ୍ଧା, ରଙ୍ଗି ପୋକ ଲାଗି ଧାନଗଛ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଉଛି। ଏ ବର୍ଷ ଭଲ ବର୍ଷା ହୋଇଥିବାରୁ ବିଳମ୍ବରେ ବେଉଷଣ ହୋଇଥିଲେ ମଧ୍ୟ ଧାନ ଫସଲ ଭଲ ହୋଇଥିଲା। ମାତ୍ର ପୋକ ଲାଗି ଧାନ ଫସଲ ନଷ୍ଟ ହେଉଥିବାରୁ ଚାଷୀଙ୍କ ମୁଣ୍ଡରେ ଏକପ୍ରକାର ଚଡକ ପଡିଛି। ଭାପୁର ପଞ୍ଚାୟତ ଖଇରଗାଡ଼ିଆ ଗ୍ରାମର ଅନ୍ତର୍ଯ୍ୟାମୀ ମହାପାତ୍ର କହିବା ପ୍ରକାରେ ତାଙ୍କର ୨ ଏକର ଜମିରେ ପୋକ ଲାଗି ୨୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଧାନ ଫସଲ ଉଜୁଡ଼ିଯାଇଛି। ଏ ବିଷୟରେ ଭାପୁର କୃଷି ଅଧିକାରୀ ପ୍ରଦୀପ ପଟ୍ଟନାୟକ କୁହନ୍ତି, ଘଟଣା ନେଇ ତାଙ୍କୁ କେହି ଜଣାଇନାହାନ୍ତି। ତଥାପି ସେ ଶୁକ୍ରବାର ସର୍‌ଜମିନ ତଦନ୍ତ କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri