ଧାନବସ୍ତା ଟେକିଲେ ମନ୍ତ୍ରୀ

ଜୁନାଗଡ,୨୫।୫(ଡି.ଏନ୍‌.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ ସମସ୍ୟା ବୁଝିବା ସହ ଧାନ ବସ୍ତା ଟେକି ଓଜନ କରୁଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri