ଧାମନଗର ବ୍ଲକରେ ହେଲା ସାନିଟାଇଜ

ଧାମନଗର,୧୪ା୪(ଡି.ଏନ.ଏ.)-ଧାମନଗର ବ୍ଲକରେ ପ୍ରମୁଖ ବଜାର ଗୁଡିକୁ ଧାମନଗର ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି। ଧାମନଗର ବ୍ଲକ, ଧାମନଗର ବଜାର, ଦୋବଲ, ଧୂଷୁରୀ, ଅସୁରାଳୀ ସମେତ ମଙ୍ଗଳବାର ସହିଦ ନଗର ବଜାରକୁ ସାଇନିଟାଇଜ କରାଯାଇଛି। ସମସ୍ତ ବଜାରରେ ଦୋକାନ ସମେତ ରାସ୍ତା ଉପରେ ବ୍ଲିଚିଂ ପାଣି ସିଞ୍ଚନ କରାଯାଇଛି। ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ବିଡିଓ ଦୁର୍ଗା ଚରଣ ମୁର୍ମୁ, ମାଜିଷ୍ଟ୍ରେଟ ଭାବେ ଧାମନଗର ଆଡିସନାଲ ତହସିଲଦାର ଲଗନ ଜିତ ବେହେରା ଏବଂ ଅଭିଲିପ୍ସା ପଟ୍ଟନାୟକ ଉପସ୍ଥିତ ରହି କାର୍ଯ୍ୟ ତଦାରଖ କରିଥିବାବେଳେ ପଞ୍ଚାୟତ ସରପଞ୍ଚମାନେ ସହଯୋଗ କରିଥିଲେ। ମଙ୍ଗଳବାର ଧୂଷୁରୀ ଥାନା ତରଫରୁ ଲକଡାଉନକୁ କଡ଼ାକଡ଼ି କରାଯାଇଛି। ମାଜିଷ୍ଟ୍ରେଟ ଲଗନଜିତ ବେହେରାଙ୍କ ଉପସ୍ଥିତିରେ ଧୁଷୁରୀ ଥାନା ଆଇଆଇସି ପ୍ରଫୁଲ୍ଲ କୁମାର ସିଂ, ଏସଆଇ ମହାପ୍ରସାଦ କର, ଏଏସଆଇ ଧ୍ରୂତରାଷ୍ଟ୍ର ମଲ୍ଲିକ ପ୍ରମୁଖ ଧୂଷୁରୀ ବଜାର ଏବଂ ଅସୁରାଳୀ ବଜାରରେ ବାଇକ ଧରି ବୁଲୁଥିବା ଯୁବକମାନଙ୍କୁ କାବୁ କରି ବାଇକ ଜବତ କରୁଛନ୍ତି । ପୂର୍ବାହ୍ନ ସୁଦ୍ଧା ୨୦ ବାଇକ ଜବତ ହୋଇଥିବା ପୋଲିସ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri